Tag Archives: odisha

ଯାତ୍ରୀଙ୍କ ପକେଟ୍‌କୁ ଝଟ୍‌କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍‌ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?

ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ବୟଂଚାଳିତ ଭଡ଼ା ବୃଦ୍ଧି ପ୍ରକ୍ରିୟା ଅନୁଯାୟୀ, ବିଭିନ୍ନ ବର୍ଗର ବସ ଭଡ଼ାରେ କିଲୋମିଟର…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ…

ବଢୁଛି ତେଲ ସଙ୍କଟ: ଅଧଘଣ୍ଟା ଠିଆହେଲେ ମିଳୁଛି ୨୦୦ ଟଙ୍କାର ପେଟ୍ରୋଲ-ଡିଜେଲ

ଭଞ୍ଜନଗର,୧୪ା୫(ବାବୁଲା ପ୍ରଧାନ): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଦେଶରେ ତେଲ ସଙ୍କଟ ବଢ଼ିଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ ଓ ଡିଜେଲର ବ୍ୟବହାର ହ୍ରାସ କରିବା ସହ ଆଉ କିଛି ବ୍ୟବହାର କମାଇବାକୁ ସାଧାରଣ ଜନତାଙ୍କୁ ପରାମର୍ଶ ଦେଇଛନ୍ତି। ଇତିମଧ୍ୟରେ ମିତ୍ର…

ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ ମେଗା ପାନୀୟଜଳ ପ୍ରକଳ୍ପ ପାଇପ ଫାଟି ଯାଇ ଉକ୍ତ ଗ୍ରାମକୁ ଦୀର୍ଘ ୯ଦିନ…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ ୮ ରେ ବାଇକ (ନଂ. ଓଡ଼ି ୦୭ ସି -୦୯୫୧) ଏବଂ ସ୍କୁଟି…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ ମୋଟ ୧୬୦ ଜଣ ଛାତ୍ରୀ ଛାତ୍ରପରୀକ୍ଷା ଦେଇଥିବା ବେଳେ ପାସ୍ ହାର ଶତ…

CBSE ଦ୍ଵାଦଶ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା; ବିଜ୍ଞାନରେ ପ୍ରୀତି ମଞ୍ଜରୀ,କଳାରେ…

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ରୀ ପ୍ରୀତି ମଞ୍ଜରୀ ମେହେର (ବିଜ୍ଞାନ) ୯୫.୬୦% ନମ୍ବର ରଖି ଜିଲା ଟପ୍ପର…

ସିବିଏସଇ ଦ୍ୱାଦଶ ପରୀକ୍ଷା: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା, ଆଶୁତୋଷ ନାୟକ…

ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର…

ଜନ୍ମମାଟି ବରପାଲିରେ ଶହୀଦ ପ୍ରେମରାଜଙ୍କୁ ଅଶ୍ରୁଳ ବିଦାୟ: ତୋପ ସଲାମୀ ସହ ସମ୍ପନ୍ନ ହେଲା…

ବରପାଲି, ୧୩।୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ବ୍ଲକର କୁମ୍ଭାରୀ ଗାଁର ବୀର ସନ୍ତାନ ପ୍ରେମରାଜ ମଲ୍ଲିକଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟିରେ ପହଞ୍ଚିବା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଭାରତୀୟ ନୌସେନାରେ କାର୍ଯ୍ୟରତ ପ୍ରେମରାଜ ଦେଶ ପାଇଁ…

୧୮ ଦିନରେ ଭଞ୍ଜନଗର ଯାତ୍ରା: ଅସମ୍ଭାଳ ଭିଡ, ଖୋର୍ଦ୍ଧା ପାଇକ ପୁଅଙ୍କ ଦୁଃସାହସିକ କଳା ପ୍ରଦର୍ଶନ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଗୁରୁବାର ୧୮ ଦିନରେ ପହଞ୍ଚିଛି। ଆଜି କବି ସମ୍ରାଟ ରଙ୍ଗମଞ୍ଚରେ ଖୋର୍ଦ୍ଧାର ପାଇକ ପୁଅ ମାନେ ଚିତାକର୍ଷକ ଏବଂ ଦୁଃସାହସିକ କଳା କୌଶଳ ପ୍ରଦର୍ଶନ କରିଥିଲେ। ଏହାପରେ ଅନ୍ୟାନ୍ୟ ସାଂସ୍କୃତିକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?