ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ୧୯୪୭ରେ ଭାରତର…
ଡେବିଟ୍ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?
ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ ବର୍ଷରେ ଜାନୁଆରୀ ୧୦ ତାରିଖରୁ ବ୍ୟାଙ୍କ ଏହାର ଡେବିଟ୍ କାର୍ଡ ଲାଉଞ୍ଜ ଆକ୍ସେସ ନିୟମ…
ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍ ଲୁଟିନେଲେ ଯୁବକ, ଆଉ ତା’ପରେ…
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍ ସଫେଇ କରିବାକୁ ମହିଳାଙ୍କୁ କହିଥିଲେ।…
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା ୬ରେ ପାରଳାଖେମୁଣ୍ଡିସ୍ଥିତ ସଞ୍ଜୟ ଗାନ୍ଧୀ କଲୋନୀର ଅଭିଯୁକ୍ତ ବାମିଡ଼ି ବାଲୁ ଓରଫ ବାଲାଙ୍କୁ ଦୋଷୀ…
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ ୨ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କେ. ନୂଆଗାଁ ଥାନା…
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…
ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍ ତାପମାତ୍ରା, ଜାଣନ୍ତୁ କେତେ…
ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର ଜାରି ରହିଛି । ଶନିବାର ମଧ୍ୟ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ୪. ୬…
ବାହ୍ୟ ସୁରକ୍ଷାର ପୁନର୍ବିଚାର
ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଭାବରେ ପୋର୍ଟ ଲୁଇସ୍ (ମରିସସ୍ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା ଏକ ଯୋଜନାବଦ୍ଧ ସଙ୍କେତ। ଅନେକ ବର୍ଷ ହେଲା ମରିସସ୍ ଏନ୍ଏସ୍ଏ ପଦବୀ ସାଧାରଣତଃ ଏକ…
ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି
ଭୁବନେଶ୍ୱର, ୨୦।୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି। ହେଲେ ଦେଖିବାକୁ ମିଳିଛି, ରାଜ୍ୟ ସରକାରଙ୍କୁ ଏକ ବିଚିତ୍ର ପରିସ୍ଥିତିରେ ଖଣିରୁ ଅନେକ ଶହ…
୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…
କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ…
୬ ଫୁଟ୍ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼
ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ ଫାର୍ମ ହାଉସ ନିକଟରୁ ଏହି ଅଜଗର ସାପଟିକୁ କିଛି ଲୋକେ ଦେଖିବାକୁ ପାଇଥିଲେ। ପରେ…
ବିଦ୍ୟୁତ୍ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…
ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍ ତାର ଚୋରି ଗ୍ୟାଙ୍ଗକୁ ଗିରଫ କରିବାରେ ସକ୍ଷମ ହେବା ସହିତ ଲକ୍ଷାଧିକ ଟଙ୍କାର ଆଲୁମିନିୟମ ବାସନ ସାମଗ୍ରୀ ଜବତ…
Archives


