Tag Archives: odisha

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର…

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ପଲ୍ଲୀଶ୍ରୀ…

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ ଡିଜିଟାଲ…

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତିତିଖଣ୍ଡିି ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସୂଚନାନୁଯାୟୀ, ପି.ସରୋଜିନୀ(୬୫)ଙ୍କ ମୃତ୍ୟୁର…

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ସେ କ୍ୟାଡେଟ ମାନଙ୍କ…

ଧାନ କାଟି ଖଳାରେ ରଖିଥିଲେ, ନିଆଁ ଲାଗି ପାଉଁଶ ହୋଇଗଲା ୪ ଏକରର ଧାନ; ସହାୟତା ଲାଗି…

ମୋହନା,୧୮।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଚାନ୍ଦିପୁଟ ପଞ୍ଚାୟତ କାଳିଆପଟା ଗାଁ ରେ ଥିବା ଧାନଖଳାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଛି l ଚାଷୀ ତ୍ରିନାଥ ଦଳାଇ ଏବଂ ତାଙ୍କ ଭାଇ…

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ ଗ୍ରାମବାସୀଙ୍କ ସହାୟତାରେ ରିଷିଡା ପୋଲିସ ଜବତ କରିଛି। ଘଟଣାର ଅଭିଯୁକ୍ତ ଫେରାର ଥିବା ସୂଚନା…

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି ବୋଲି କୁହାଯାଉଛି। ରିଷିଡା ପାକ୍ସ ଅଧୀନ ପୌରକେଲା ପଞ୍ଚାୟତ ପାଇଁ ପୌରକେଲାଠାରେ ଗତବର୍ଷ ଧାନମଣ୍ଡି…

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା ଦେଲା ଟ୍ରକ।  ଫଳରେ ୩୦ରୁ ଊର୍ଦ୍ଧ୍ୱ  ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ…

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ଶ୍ରୀ ରଘୁନାଥ ମନ୍ଦିର ନିକଟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ…

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri