ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡାକ୍ତର ବୃନ୍ଦା ଡି। ସେ ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡରୀ ପଞ୍ଚାୟତର…
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ ଚାପରେ…
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ ଏହାକୁ ଅବମାନନା କରି ଯାତ୍ରୀବାହୀ ବସକୁ ବସଷ୍ଟାଣ୍ଡ ଭିତରକୁ ନ ନେଇ ପୁରୁଣା ବସଷ୍ଟାଣ୍ଡ…
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା ଏମ୍ପି…
୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି। ପୋଲିସ ଏହି ଘଟଣାରେ ୨ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଗାଇସୀମା ଗ୍ରାମର…
ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ
ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି…
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି…
ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ କରିଥିବା ଜଣାପଡିଛି। ଆହାତମାନେ ହେଲେ ନରସିଂହପୁର ଗ୍ରାମର ଏଲ.ଭଗବାନ(୫୦), ଇ. ବାଞ୍ଛାନିଧି(୬୦), କୁଶପଡ଼ା ଗ୍ରାମର…
ବିଇଓଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି
ତିହିଡି଼,୧୬।୧୨(ସଞ୍ଜିତ ବଳ):ତିହିଡି଼ ବ୍ଲକ ବାରସର ପଞ୍ଚାୟତ ଅଧୀନ ତଳଦପା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ର ଓ ଅଭିଭାବକମାନେ ମଙ୍ଗଳବାର ପୂର୍ବାହ୍ନରେ ତିହିଡି଼ସ୍ଥିତ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଇଛନ୍ତି । ସ୍କୁଲରେ ବେଆଇନ ଭାବେ ନିଯୁକ୍ତ ପାଚିକାଙ୍କୁ ବହିଷ୍କାର, ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ…
ଶବ ସତ୍କାର ପାଇଁ ମିଳିଲେନି ଲୋକେ, ମାନବିକତା ଦେଖାଇ ଆଗକୁ ଆସିଲେ…
ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଦିନ ଥିଲା ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଲୋକଙ୍କ ମଧ୍ୟରେ ଏକତାର ଭାବ ଦେଖିବାକୁ ମିଳୁଥିଲା। କୌଣସି ଲୋକ ଅସୁବିଧାରେ ପଡ଼ିଲେ ସାହି ପଡୋଶୀ ଠାରୁ ଆରମ୍ଭ କରି ଗ୍ରାମବାସୀ ଏକାଠି ହେଉଥିଲେ। କିନ୍ତୁ ସମୟକ୍ରମେ ଏଥିରେ ଦୂରତ୍ୱ…
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…
ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ
ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ ସର୍ବାଧିକ ଦରମା ଭତ୍ତାକୁ ବୃଦ୍ଧି କରି ₹୩,୪୫,୦୦୦ ଟଙ୍କା ନେଉଥିବା ସାଧାରଣ ଲୋକମାନେ ହଜମ…
Archives


