ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି
ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…
ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ
ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…
ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ
କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ ୨୦ ଜଣଙ୍କୁ ଗିରଫ କରିଛି। କେନ୍ଦୁଝର ଏସ୍ପି ନୀତିନ କୁଶଲ ଦାଗୁଡୁଙ୍କ ନିର୍ଦ୍ଦେଶ…
କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…
କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ଗୁରୁବାରଠାରୁ…
ରାସ୍ତାକଡରେ ଗଛକୁ ଧକ୍କା ଦେଲା ବାଇକ, ରାତିସାରା ଘଟଣାସ୍ଥଳରେ ପଡ଼ିରହିଥିଲେ, ସକାଳୁ…
ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମ ପୋଖରୀ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ଗଛକୁ ଏକ ବାଇକ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଚାଳକ ମୃତ୍ୟୁବରଣ କରିଛନ୍ତି। ବାଇକ ପଛରେ ବସିଥିବା ଅନ୍ୟଜଣେ ଗୁରୁତର ଆହତ…
ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…
ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ…
କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍ ଓ୍ବେଭ୍କୁ ନେଇ ଏହି ଜିଲାରେ…
ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆସନ୍ତା ୨୫…
ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ ସାଂଘାତିକ ମାମଲା ଦିଗପହଣ୍ଡି ଅଞ୍ଚଳରୁ ଆସିଛି। ଅମିନ ଚାକିରି ପ୍ରଲୋଭନ ଦେଖାଇ ଜଣେ…
ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ଦିନ ଶତାଧିକ ସଚେତନ ନାଗରିକ ଏକଜୁଟ ହୋଇ ମୈତ୍ରୀ ଇନଫ୍ରା ଏବଂ ବେଦାନ୍ତ…
ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…
ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୨ବର୍ଷର ଶିଶୁ କନ୍ୟା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାନୁଯାୟୀ, ଏକ…
୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…
କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ମହିଳାଙ୍କ ସ୍ବାମୀକୁ…
ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକ ସାରୁଆବିଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାସୁଦେବ…

