ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…
ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା ଘଷିପୁରା ଥାନାରେ ହୋଇଥିବାବେଳେ ଅନ୍ୟଟିି ନନ୍ଦିପଦା ଥାନାରେ ହୋଇଛି । ଏନେଇ ଏକ ଖବରଦାତା…
ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ
ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ ଧକ୍କାରେ ମୁଣ୍ଡ ଆଉ ଶରୀର ସମ୍ପୂର୍ଣ୍ଣ ଅଲଗା ହୋଇଯାଇଥିବା ଦେଖିବାକୁ ମିଳିଛି । ମୃତ…
ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…
ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା, ଭତ୍ତା ବଢ଼ିବ । ଆଜି ଗୃହରେ ସଂସଦୀୟ ବ୍ୟପାର ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବିଲ ଉପସ୍ଥାପନ…
ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛଡାଯାଉଛି। ଫଳରେ ଗନ୍ଧ ଯୋଗୁ ସ୍ଥାନୀୟ…
୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…
କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା କମିଟିର କାର୍ଯ୍ୟକର୍ତ୍ତାମାନେ କୋରାପୁଟ ବିଧାୟକ ରଘୁରାମ ମାଛଙ୍କ ଉପସ୍ଥିତିରେ…
ଏଇ ଭାରତରେ
ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍ ଷ୍ଟ୍ରବେରି ଉତ୍ପାଦନ କରିବା ସହ…
ଜୀବନ୍ତ ଗ୍ରହର ଜୀବନ ରହସ୍ୟ
ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ ସୂର୍ଯ୍ୟକୁ ନେଇ ଆମର ସୌରଜଗତ ତିଆରି ହୋଇଛି। ସମସ୍ତେ ସୂର୍ଯ୍ୟ ଚାରିପଟେ ବୁଲନ୍ତି। ସମସ୍ତଙ୍କ…
ଶିଶୁ ଅନୁକୂଳ ପାଠାଗାର
ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ ପଠନ ବା ପ୍ରାକ୍-ପଠନ, ପ୍ରାକ୍-ଲିଖନ ଆଦି ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ଜାତୀୟ ଶିକ୍ଷାନୀତିରେ ଶିଶୁଟି…
ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ
‘ବନ୍ଦେ ମାତରମ୍’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’ ସାହିତ୍ୟ ପତ୍ରିକାରେ ଏହା ପ୍ରକାଶ ପାଇଥିଲା। ୨୦୨୫ ନଭେମ୍ବର ୭ରେ ଏହାର ୧୫୦ ବର୍ଷ…
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ମଧ୍ୟ ରାଜ୍ୟର ଅନ୍ୟ ଜିଲାଠାରୁ ଅଧିକ। କେତେବେଳେ…
‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା
ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ ଅତ୍ୟାବଶ୍ୟକ ଖର୍ଚ୍ଚ କରିବାରେ ଲଗାତାର ଅବହେଳା ପାଇଁ କଡ଼ା ସମାଲୋଚନା କରିଛନ୍ତି। ନବୀନ ଖବରଦାତାମାନଙ୍କୁ…
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଡିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ସନ୍ତୋଷ କୁମାର ସାହୁ ,…
Archives


