ଏହି ଜିଲାରେ ସ୍କୁଲ, କଲେଜ ଛୁଟି ୪ ଦିନ ବଢ଼ିଲା, ପ୍ରବଳ ଗରମକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
ଭୁବନେଶ୍ୱର,୨୧।୪: ବଲାଙ୍ଗୀର ଜିଲାରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ୪ ଦିନ ବଢ଼ିଲା। ପ୍ରବଳ ଗରମକୁ ଦୃଷ୍ଟିରେ ରଖି ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ବୃଦ୍ଧି କଲା ଜିଲା ପ୍ରଶାସନ। ସିଲାବସ ଶେଷ କରିବା ପାଇଁ ଅନଲାଇନରେ କ୍ଲାସ…
ଷ୍ଟିଲ୍ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି…
ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ଅଭିଭାଷଣ ରଖିଛନ୍ତି ମହାମହିମ। ସେ କହିଛନ୍ତି, ଓଡ଼ିଶାର…
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ୧୫୮ କୋଟିର ପ୍ରକଳ୍ପ କରିବେ ଲୋକାର୍ପଣ
ରାଉରକେଲା,୨୧ା୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଏଥର ରାଉରକେଲା ଆସୁଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି ଇସ୍ପାତ ସହର। ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।…
ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ
ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ ଦଳର ସକ୍ରିୟ କର୍ମକର୍ତ୍ତା ଅଜିତ ସାହୁ (ଜିତୁ)ଙ୍କର ୩୮ ବର୍ଷ ବୟସରେ ଅକାଳ…
‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…
ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ ଶ୍ରାଦ୍ଧତ୍ସୋବ ପାଳନ ହୋଇଛି। ଏହି ଅବସରରେ ବଡ଼ ଖେମୁଣ୍ଡିର କବିସୂର୍ଯ୍ୟ ’ ଶୀର୍ଷକ…
ଆସିବେ ରାଷ୍ଟ୍ରପତି, ସଜେଇ ହେଉଛି ରାଉରକେଲା
ରାଉରକେଲା,୨୦।୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହେଉଛି ଇସ୍ପାତ ସହର। ଅନ୍ୟପକ୍ଷେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏୟାର ପୋର୍ଟ ପାଖ ପଡିଆରେ କାର୍ଯ୍ୟକ୍ରମ…
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…
କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ…
ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି
ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ ଫେରିବା କୋମଳମତି ଛାତ୍ରୀଛାତ୍ରଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ୁଛି। ଏଭଳି ସ୍ଥିତିରେ ସ୍କୁଲ କଲେଜ…
ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…
ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଖଡ଼ିକାପଦା ଅଞ୍ଚଳରେ ଏକତରଫା ପ୍ରେମ…
ବୀରମହାରାଜପୁରରେ ଗୁଳିକାଣ୍ଡ, ଯୁବକ ମୃତ: କୌଣସି କଥାକୁ ନେଇ ଯୁକ୍ତିତର୍କ ପରେ…
ସୋନପୁର,୧୮l୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଶୁକ୍ରବାର ରାତିରେ ଗୁଳିକାଣ୍ଡ ଘଟିଛି। ଏଥିଯୋଗୁ ବୀରମହାରାଜପୁର ଥାନା ଚମ୍ପାମାଳ ଗାଁର ରବି ମହାରଣାଙ୍କ ପୁଅ ବିକ୍ରମ ମହାରଣା ଓରଫ ବିକି(୨୪)ଙ୍କ ମୃତ୍ୟୁ ହୋଇଛି। ତାଙ୍କ ବେକରେ ଗୁଳିମାଡ ହୋଇଛି।…
ଭଞ୍ଜନଗର ଡିଏଭିର ଶତପ୍ରତିଶତ ସଫଳତା: ସାଇ ସ୍ୱରିତ ସେଠୀ ବିଦ୍ୟାଳୟ ଟପ୍ପର
ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଡିଏଭି ପିଟିଏସଆର ପବ୍ଲିକ ସ୍କୁଲର ଛାତ୍ରୀଛାତ୍ର ମାନେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଛନ୍ତି। ଗତକାଲି ପ୍ରକାଶିତ ପରୀକ୍ଷା ଫଳ ରେ ବିଦ୍ୟାଳୟର ସମସ୍ତ ୪୫ ଛାତ୍ରୀ ଛାତ୍ର ପାସ୍ ହୋଇଛନ୍ତି ।…
ଜାତୀୟ ମହିଳା ସଂରକ୍ଷଣ ବିଲ୍କୁ ବିଜେଡିର ସମର୍ଥନ
ଭୁବନେଶ୍ୱର,୧୬ା୪(ସୁନିତ୍ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇଁ ସଂଗ୍ରାମ କରିଆସିଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ମହିଳାମାନଙ୍କ ପାଇଁ…

