Tag Archives: odisha

କ୍ରୋଧର ଶିକାର

ନେପାଳରେ ଯୁବପିଢ଼ି ସେଠାକାର ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିବା ପରେ ଉପୁଜିଥିବା ସ୍ଥିତିକୁ ନେଇ ସେପ୍ଟେମ୍ବର ୯ରେ ‘ଯୁବ ମେଣ୍ଢା’ ଶୀର୍ଷକରେ ସମ୍ପାଦକୀୟ ଲେଖିଥିଲୁ। ପୁରୁଣା ଢାଞ୍ଚାକୁ ଭାଙ୍ଗି ନୂଆ ସମାଜ ଓ ବ୍ୟବସ୍ଥା ସକାଶେ ପ୍ରଚେଷ୍ଟା...

ଦିଲ୍ଲୀରୁ ଫେରି ବଡ଼ ଘୋଷଣା କରିଦେଲେ ମନମୋହନ ସାମଲ! ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୦।୯: ଦିଲ୍ଲୀରୁ ଫେରିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ମନମୋହନ ପ୍ରତିକ୍ରିୟା ଦେଇ କହିଛନ୍ତି, ବିଜେଡିର ଦଳୀୟ ନିଷ୍ପତ୍ତି, ଭାଜପା ନିଜ ରାସ୍ତାରେ ଅଛି। ଠିକ୍‌ ସମୟରେ ଠିକ୍‌...

ଆଜି ରାଜ୍ୟ କ୍ୟାବିନେଟ: ଆସିପାରେ ୪ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର,୧୦ା୯(ରବିନାରାୟଣ ଜେନା): ରାଜ୍ୟ କ୍ୟାବିନେଟ୍‌ ବୈଠକ ବୁଧବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ଅନୁଷ୍ଠିତ ହେବାକୁଥିବା ଏହି କ୍ୟାବିନେଟ୍‌ରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ସୂତ୍ରରୁ ମିଳିଥିବା ତଥ୍ୟ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଏମ୍‌ପି ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ହିମିରିକା; ୪୦ରୁ ଊର୍ଦ୍ଧ୍ୱ …

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା)-ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଦକ୍ଷିଣ ଓଡ଼ିଶାର ଟାଣୁଆ ନେତା ଏନ୍‌. ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେମାନଙ୍କ ସହ ଦଳର ବହୁ ନେତା ଓ...

ମୋଦିଙ୍କ ଜନ୍ମଦିନକୁ ଆଡମ୍ବରରେ ପାଳିବ ଗଞ୍ଜାମ ନଗର ଶାଖା, ‘ସେବା ପକ୍ଷ’ ଲାଗି ଭାଜପାର ପ୍ରସ୍ତୁତି….

ଗଞ୍ଜାମ,୯।୯(ବିଦ୍ୟାଧର ସାହୁ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏଥିପାଇଁ ମଙ୍ଗଳବାର ଭାରତୀୟ ଜନତା ପାର୍ଟି ଗଞ୍ଜାମ ନଗର ଶାଖା ପକ୍ଷରୁ କାର୍ଯ୍ୟାଳୟ ଠାରେ “ସେବା ପକ୍ଷ” (୧୭ ସେପ୍ଟେମ୍ବର – ୨ ଅକ୍ଟୋବର) ପ୍ରସ୍ତୁତି ବୈଠକ...

ଆସୁଛି ଦୁର୍ଗାପୂଜା: ବଲାଙ୍ଗୀର ଜିଲା ପ୍ରଶାସନର ପ୍ରସ୍ତୁତି ବୈଠକ, ଲାଗିବ କ୍ୟାମେରା, ଶାନ୍ତି ଶୃଙ୍ଖଳାରେ…

ବଲାଙ୍ଗୀର, ୯।୯(ସୁନୀଲ କୁମାର ମହାନ୍ତି): ଆସନ୍ତା ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ ଏବଂ ସୁରକ୍ଷିତ ଭାବେ ପାଳନ କରିବାକୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗବାର ଜିଲାପାଳ  କନ୍‌ଫରେନ୍ସ ହଲରେ ଏକ ପ୍ରସ୍ତୁତି ବୈଠକ ଡକାଯାଇଥିଲା। ଏଥର ସହରରେ ୧୭ଟି ପୂଜା...

ଟାୟାର ବଦଳାଇବାକୁ ଯାଇଥିଲେ, ବିଦ୍ୟୁତ ଆଘାତରେ ଚାଲିଗଲା ହାଇଓ୍ବା ଡ୍ରାଇଭରଙ୍କ ଜୀବନ 

ଧର୍ମଶାଳା,୯।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା  ୫୩ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ  ନିକଟରେ ଥିବା ଆପୋଲ ଟାୟାର ଅଫିସ ସମ୍ମୁଖରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ସେ ହେଲେ କଟକ ଜିଲା ଗୁରୁଡିଝାଟିଆଡି  ଥାନା...

ବାଟରେ ଅଟକାଇ ମାଗୁଥିଲେ ଟଙ୍କା, ନଦେବାରୁ ବିଦ୍ୟାଳୟରେ ପଶି ପ୍ରଧାନଶିକ୍ଷକଙ୍କୁ ହତ୍ୟା ଧମକ; ବାଙ୍କି ଥାନାର…

ବାଙ୍କୀ , ୯।୯( ଶୁଭେନ୍ଦୁ ମହାପାତ୍ର ):   ବିଦ୍ୟାଳୟ ଭିତରେ ଛାତ୍ରୀଛାତ୍ରମାନଙ୍କୁ ପ୍ରଧାନଶିକ୍ଷକ ପାଠ ପଢ଼ାଉଥିବା ସମୟରେ ଜଣେ ବ୍ୟକ୍ତି ଅଣ୍ଟାରେ ଏକ ଧାରୁଆ ଅସ୍ତ୍ର ଲୁଚାଇ ରଖି ଶ୍ରେଣୀ ଗୃହରେ ପଶି   ହତ୍ୟା ଧମକ।  ଏଭଳି ଏକ ଘଟଣା...

୫ ଦିନ ଧରି ଭୋକ ଉପାସରେ ବିଲରେ ପଡ଼ି ରହିଥିଲେ ବୃଦ୍ଧ, ଭଞ୍ଜନଗର ପୋଲିସ ଉଦ୍ଧାର କରି…

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଖମାରେଡି ଗ୍ରାମରେ ଆଜକୁ ୫ ଦିନ ହେବ ଅନାହାରରେ ପଡିରହିଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ସାରେ ଗ୍ରାମବାସୀ ଏବଂ ପୋଲିସ ମିଶି ଉଦ୍ଧାର କରିଛନ୍ତି । ଏହାପରେ ପୋଲିସ ବୃଦ୍ଧଙ୍କୁ...

ପଦ୍ମପୁର ଜିଲା କୃଷି ବିଭାଗରେ ୨୨.୩୦ ଲକ୍ଷ ଘୋଟାଲା: କିରାଣୀ ଗିରଫ, ପିଅନ ଫେରାର

ପଦ୍ମପୁର,୯ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଜିଲା କୃଷି ବିଭାଗ କାର୍ଯ୍ୟାଳୟରେ ବରିଷ୍ଠ କିରାଣୀ ଓ ପିଅନ ମିଶି  ଲକ୍ଷାଧିକ ଟଙ୍କା ଉଠାଇ ନେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଜିଲା କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କ ଏତଲା କ୍ରମେ ସ୍ଥାନୀୟ...

ଗଞ୍ଜେଇ ଚୋରା ଚାଲାଣ କରୁଥିଲେ ୨୦ ବର୍ଷୀୟା ଯୁବତୀ, ବସ୍‌କୁ ଅପେକ୍ଷା କରିଥିବା ବେଳେ ମାଡ଼ି ବସିଲା ବ୍ରାହ୍ମଣୀଗାଁ ପୋଲିସ

ଦାରିଙ୍ଗବାଡି, ୯।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀ ଗଞ୍ଜେଇ ଚୋରାଚାଲାଣ କରିବା ବେଳେ ବ୍ରାହ୍ମଣୀଗାଁ ପୋଲିସ ହାତରେ ଧରାପଡ଼ିଛନ୍ତି। ଯୁବତୀଙ୍କଠାରୁ ୨ ଟି ବ୍ୟାଗରେ ଥିବା ୮ କେଜି ଗଞ୍ଜେଇକୁ ପୋଲିସ...

ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପ୍ରଧାନଶିକ୍ଷକଙ୍କ ସ୍ତ୍ରୀ ଥାନାରେ ଏତଲା ଦେବା ପରେ ବି ପୋଲିସ, ଶିକ୍ଷା ବିଭାଗର କାର୍ଯ୍ୟାନୁଷ୍ଠାନ ଠପ୍‌

ଭବାନୀପାଟଣା, ୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଗତ ୩ ତାରିଖ ଜୁନାଗଡ଼ ପୋଲିସ ଦ୍ୱାରା ପୋକ୍ସୋ ଆକ୍ଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri