ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର ତୀବ୍ର ହୋଇଛି। ବିଗତ ଦୁଇ ବର୍ଷ ଧରି ବ୍ଲକ ଓ ଏନ୍ଏସି ପ୍ରଶାସନ…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁଯାୟୀ, ସୁନିତା…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ ସରକାର ଏହି ନିଷ୍ପତ୍ତିକୁ ପ୍ରତ୍ୟାହର ନ କଲେ ରାଜ୍ୟ ସାରା ଆନ୍ଦୋଳନ ହେଵ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ବୁଧବାର ଅପରାହ୍ନରୁ ନିଖୋଜ ଥିବା ଜଣାପଡିଛି । ସେ ସନ୍ଧ୍ୟା…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏହି ଘଟଣାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିବା ସହ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଦନପୁର ରାମପୁର ରାଜପରିବାର ସଦସ୍ୟ ତଥା ଯୁବନେତା ନୀଳମାଧବ ସିଂଦେଓ…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…
ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା
ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ୬ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ରେଡ୍…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ, ହରିଆନା ରାଜ୍ୟ ନୁହୁ ଜିଲାର ମୂଳ ବାସିନ୍ଦା ତଥା…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସୋମବାର ନିଲମ୍ବିତ କରାଯାଇଛି। ଏନେଇ ବିଜେଡିର ଉପସଭାପତି…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ରବୀନ୍ଦ୍ର ସାହୁ ଓରଫ ଅଧିକାରୀ ଏବଂ ପ୍ରତିପକ୍ଷ…

