କାର୍ ଭିତରେ ନାବାଳିକାଙ୍କୁ ବଳାତ୍କାର ମାମଲା: ସେହିଦିନର ଘଟଣା ସମ୍ପର୍କରେ ଖୁଲାସା କଲେ ଏସଡିପିଓ
ଦାରିଙ୍ଗବାଡି, ୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶିକାର ହୋଇଥିଲେ । ଉକ୍ତ ମାମଲାରେ ଅଭିଯୁକ୍ତଙ୍କୁ ପୋଲିସ ଦାରିଙ୍ଗବାଡିରୁ ଗିରଫ...
ଧର୍ମଶାଳାରୁ ସମ୍ପୂର୍ଣ୍ଣ ସଫା ହୋଇଯିବ ବିଜେଡି! ଆସନ୍ତାକାଲି ମହାମିଶ୍ରଣ ପର୍ବ, ଭାଜପାରେ ମିଶିଯିବେ ଏମାନେ…
ଧର୍ମଶାଳା,୯।୯(ଶିବ ପ୍ରସାଦ ମହାନ୍ତି): ସାଧାରଣ ନିର୍ବାଚନ ପରେ ବିଜେଡି ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି । ଯାଜପୁର ଜିଲା ଧର୍ମଶାଳାରୁ ଲିଭିଯିବ କି ଶଙ୍ଖ ଚିହ୍ନ। ଏମିତି ଆଲୋଚନା ବଜାର ଘାଟରେ ଶୁଣିବାକୁ ମିଳୁଛି। କାରଣ ଆଉ ଧର୍ମଶାଳା...
ଆଉ ହାତ ମାରିହେବନି: ଏତେ ବଢିଗଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…
ଭୁବନେଶ୍ୱର,୯।୯: ପାର୍ବଣ ଋତୁ ଆରମ୍ଭ ହେବା ପୂର୍ବରୁ, ସୁନା ଏବଂ ରୂପାରେ ଏକ ବିରାଟ ବୃଦ୍ଧି ଘଟିଛି। ମଙ୍ଗଳବାର ୨୪ କ୍ୟାରେଟ ସୁନା ୧୩୦୦ ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ୧,୧୦,୨୯୦ ଟଙ୍କାର ରେକର୍ଡ ସ୍ତରକୁ ପହଞ୍ଚିଛି।...
ବିଜେଡିକୁ ବଡ଼ ଝଟକା: ଦଳ ଛାଡିଲେ ଏହି ବରିଷ୍ଠ ନେତା, ରାଜନୀତିରେ ହଇଚଇ
ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର...
ଯାହା ବି କିଛି ଥିଲା, ସେତେକ ବି ଗଲା: ବିଜେଡିକୁ ତଥାଗତଙ୍କ ତାଚ୍ଛଲ୍ୟ
ଭୁବନେଶ୍ୱର,୯।୯: ଚାଲିଛି ଉପରାଷ୍ଟ୍ରପତି ନିର୍ବାଚନ। ଏହି ସମୟରେ ବିଜେଡିକୁ ତେର୍ଚ୍ଛା ବାଣ ମାରି ଚର୍ଚ୍ଚାକୁ ଆସିଛନ୍ତି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟ ନ ଦେବା ପାଇଁ ନିଷ୍ପତ୍ତି ନେବା ପ୍ରସଙ୍ଗରେ...
ଜିଲା ସଭାପତି ଘୋଷଣା ପରେ ଅସନ୍ତୁଷ୍ଟ ବରିଷ୍ଠ ନେତା, କର୍ମୀ : ସାମୂହିକ ଭାବେ ଇସ୍ତଫା ଦେବା ନେଇ…
ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର...
ସରପଞ୍ଚଙ୍କୁ କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା: ଦିଲ୍ଲୀ ସ୍ବାଧୀନତା ଦିବସରେ …
ପାଟଣା,୧।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସରପଞ୍ଚ ବିନତୀ ବାନରା ନୂଆଦିଲ୍ଲୀର ୭୯ତମ ସ୍ବାଧୀନତା ଦିବସ ପରେଡରେ ପଞ୍ଚାୟତରାଜ ସଦସ୍ୟ ଭାବେ ଯୋଗଦେଇ ଫେରିଛନ୍ତି । ଏଥିସହ ସେ ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ରସରକାରଙ୍କ...
ଭଦ୍ରକ କଲେଜ ଗେଟ୍ରେ ବ୍ୟାନର ଲଗାଯିବାକୁ ନେଇ ହୋହଲ୍ଲା: ଟାୟାର ଜାଳି ଧାରଣା
ଭଦ୍ରକ, ୯।୯(ସନାତନ ରାଉତ): ଭଦ୍ରକ କଲେଜ ମୁଖ୍ୟ ଗେଟରେ ବ୍ୟାନର ଲଗାଯିବାକୁ ନେଇ ଗତକାଲି ରାତିରୁ ହୋହଲ୍ଲା ଚାଲିଛି । ମଙ୍ଗଳବାର ସକାଳୁ ଛାତ୍ର ବିଜେଡି ସମର୍ଥିତ କେରକେରା ଛାତ୍ର କଲେଜ ଗେଟ୍ରେ ବାଉଁଶ ବାନ୍ଧି ଟାୟାର ଜାଳି ଗେଟ୍...
ଆଜିଠୁ ପିତୃପକ୍ଷ ଆରମ୍ଭ, ଜାଣନ୍ତୁ କାହିଁକି କରାଯାଏ…
ପୁରୀ,୮ା୯(ଅଜିତ୍ କୁମାର ମହାନ୍ତି): ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ...
୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୭ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ...
ଜୋନାଲ୍ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ: ଭାଗ ନେଇଛନ୍ତି ୪ ଜୋନର ୭ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର
ଗଞ୍ଜାମ,୬ା୯(ବିଦ୍ୟାଧର ସାହୁ)-ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ପକ୍ଷରୁ ମିନି ଷ୍ଟାଡିୟମରେ ବ୍ଲକର ଜୋନାଲସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛି। ୪ଟି ଜୋନ ରମ୍ଭା ହାଇସ୍କୁଲ, ସୁବଳୟା ହାଇସ୍କୁଲ, ଖଣ୍ଡଦେଉଳୀ ହାଇସ୍କୁଲ ଏବଂ ଗଞ୍ଜାମ ଭାରତୀ ବିଦ୍ୟାପୀଠର ପ୍ରାୟ ୭...
ହାତ ପାହାନ୍ତାରେ ମିଳିବ ବିଭିନ୍ନ ପ୍ରକାର ଚାରା, ପ୍ରଦୂଷଣ କମାଇବାକୁ ଆରମ୍ଭ ହେଲା…
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୯ (ଅରୁଣ ସାହୁ/ମନୋରଞ୍ଜନ ରଣା ): ଘରେ ଘରେ ହେବ ବୃକ୍ଷ ରୋପଣ,କମିବ ପ୍ରଦୁଷଣ, ସୃଷ୍ଟି ହେବ ଜଙ୍ଗଲ, ଜଙ୍ଗଲ ସମ୍ପଦ ଯୋଗୁ ଲୋକେ ହେବେ ସ୍ବାବଲମ୍ବୀ। କିଛି ଏଭଳି ପ୍ରୟାସ ଆରମ୍ଭ କରିଛି ବାଲିଗୁଡ଼ା ବନଖଣ୍ଡର ବ୍ରାହ୍ମଣୀଗାଁ ବନାଞ୍ଚଳ...
Archives


