୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍…
କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ
ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ କର୍ଲାପାଟ ପୋଲିସ ସଫଳ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ…
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା
ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟର କୃଷକମାନଙ୍କୁ ପ୍ରାଥମିକ କୃଷି ସମବାୟ ସମିତି…
ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ
ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ ରଖି ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମିଳିଥିବା…
ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…
ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗୁରୁବାର…
କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲାରେ ଆଉ ଗୋଟିଏ ଦିନ ଛୁଟି ବୃଦ୍ଧି…
କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…
ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ଲୋକେ ଘରୁ ବାହାରି ପାରୁନାହାନ୍ତି। ନଦୀଗୁଡ଼ିକର ଜଳସ୍ତର…
ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍ର ଜଳପତ୍ତନ,ସଜାଗ ରହିଛି…
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ଦିଗପହଣ୍ଡି ବ୍ଲକ୍ସ୍ଥିତ ଘୋଡ଼ାହାଡ଼ ଡ୍ୟାମ୍ର ଜଳପତ୍ତନ କ୍ରମାଗତ ଭାବେ…
ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…
ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ଏହା ୨୩ ସେପ୍ଟେମ୍ବର ରାତି ୧୧ଟାରୁ ୨୪…
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ ଆସିଛି। ନିଜର ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦେଢ଼ଶୁର…
ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…
ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର କାରବାର ଚାଲିଛି, କିନ୍ତୁ ଅନ୍ୟପଟେ ପାହାଡ଼ ତଳେ ଥିବା ଗାଁଗୁଡ଼ିକରେ ବସବାସ କରୁଥିବା…
ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ
ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ ତଳିଆ ଅଞ୍ଚଳ, ନଦୀନାଳ କୂଳିଆ ବାସିନ୍ଦା ଏବଂ କଚ୍ଚା ଘରେ ରହୁଥିବା ଲୋକଙ୍କ…

