Tag Archives: odisha

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ ସାଂଘାତିକ ମାମଲା ଦିଗପହଣ୍ଡି ଅଞ୍ଚଳରୁ ଆସିଛି। ଅମିନ ଚାକିରି ପ୍ରଲୋଭନ ଦେଖାଇ ଜଣେ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ଦିନ ଶତାଧିକ ସଚେତନ ନାଗରିକ ଏକଜୁଟ ହୋଇ ମୈତ୍ରୀ ଇନଫ୍ରା ଏବଂ ବେଦାନ୍ତ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୨ବର୍ଷର ଶିଶୁ କନ୍ୟା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାନୁଯାୟୀ, ଏକ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ମହିଳାଙ୍କ ସ୍ବାମୀକୁ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକ ସାରୁଆବିଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାସୁଦେବ…

ଏହି ଜିଲାରେ ସ୍କୁଲ, କଲେଜ ଛୁଟି ୪ ଦିନ ବଢ଼ିଲା, ପ୍ରବଳ ଗରମକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର,୨୧।୪: ବଲାଙ୍ଗୀର ଜିଲାରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ୪ ଦିନ ବଢ଼ିଲା। ପ୍ରବଳ ଗରମକୁ ଦୃଷ୍ଟିରେ ରଖି ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ବୃଦ୍ଧି କଲା ଜିଲା ପ୍ରଶାସନ। ସିଲାବସ ଶେଷ କରିବା ପାଇଁ ଅନଲାଇନରେ କ୍ଲାସ…

ଷ୍ଟିଲ୍‌ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି…

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ଅଭିଭାଷଣ ରଖିଛନ୍ତି ମହାମହିମ। ସେ କହିଛନ୍ତି, ଓଡ଼ିଶାର…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ୧୫୮ କୋଟିର ପ୍ରକଳ୍ପ କରିବେ ଲୋକାର୍ପଣ

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଏଥର ରାଉରକେଲା ଆସୁଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି ଇସ୍ପାତ ସହର। ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।…

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ ଦଳର ସକ୍ରିୟ କର୍ମକର୍ତ୍ତା ଅଜିତ ସାହୁ (ଜିତୁ)ଙ୍କର ୩୮ ବର୍ଷ ବୟସରେ ଅକାଳ…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ ଶ୍ରାଦ୍ଧତ୍ସୋବ ପାଳନ ହୋଇଛି। ଏହି ଅବସରରେ ବଡ଼ ଖେମୁଣ୍ଡିର କବିସୂର୍ଯ୍ୟ ’ ଶୀର୍ଷକ…

ଆସିବେ ରାଷ୍ଟ୍ରପତି, ସଜେଇ ହେଉଛି ରାଉରକେଲା

ରାଉରକେଲା,୨୦।୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହେଉଛି ଇସ୍ପାତ ସହର। ଅନ୍ୟପକ୍ଷେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏୟାର ପୋର୍ଟ ପାଖ ପଡିଆରେ କାର୍ଯ୍ୟକ୍ରମ…

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?