Tag Archives: odisha

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ ସୁରକ୍ଷା ବିଭାଗୀୟ କର୍ମଚାରୀମାନଙ୍କ ପାଇଁ ଅନେକ ସମୟରେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। କର୍ମଚାରୀମାନେ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ଏପ୍ରିଲ ୧ ପର୍ଯ୍ୟନ୍ତ PUCC କୋହଳ କରାଯାଇଥିଲା। PUCC ନଥିଲେ ୧୦ ହଜାର…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ (DMU) ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିବା ଜଣାପଡ଼ିଛି।…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ବ୍ଲକର ବୁରିପଦର ଗାଁରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ରେ ୧୬ ନମ୍ବର ଜାତୀୟ ରାଜପଥର ଖଲ୍ଲିକୋଟ ଘାଟି ନିକଟରେ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ରାତିରେ ମହାସମାରୋହରେ ସମ୍ପନ୍ନ ହୋଇଯାଇଛି। ଦୀର୍ଘ ୮ ଦିନ ଧରି ବିଭିନ୍ନ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩ ବର୍ଷର ନାବାଳିକାକୁ ଜଣେ ବ୍ୟକ୍ତି ବଳାତ୍କାର କରିବା ସହ ଗର୍ଭବତୀ କରିଥିବା ନେଇ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି ADG ପଣ୍ଡା କହିଛନ୍ତି। ୧୫୬ ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇବାରେ ପୋଲିସ ସଫଳ ହୋଇଛି।…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ କୁକୁର ସହିତ ବାଇକ ଧକ୍କା ହୋଇଛି। ଫଳରେ ବାଇକ ଚାଳକ ମୁକ୍ତାପଶି…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?