ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ
ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା ଏବଂ ସେମାନଙ୍କୁ ଏକ ସୁରକ୍ଷିତ ପରିବେଶ ଯୋଗାଇଦେବା ଲକ୍ଷ୍ୟରେ ‘ଶିଶୁ ସୁରକ୍ଷା ଓ…
ଭଞ୍ଜନଗର ବାର୍ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…
ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ ଭାବେ ଧୀରେନ ସ୍ବାଇଁ ଓ ଉପ ସଭାପତି ଭାବେ ରଜତ ଦାସ ର୍ନିବାଚିତ…
ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି ଉତ୍ତର ସାହୁ ଉପ ସଭାପତି, ହରିହର ପ୍ରଧାନ ସମ୍ପାଦକ, ବୈକୁଣ୍ଠ ନାଥ ଷଡଙ୍ଗୀ…
ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ
ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ଏପ୍ରିଲ…
ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି। ଧାର୍ଯ୍ୟ ନିର୍ଦ୍ଧାରିତ ସମୟ ଅନୁଯାୟୀ ସକାଳ…
ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ଦିନରେ କୁହୁଡ଼ି ଓ ଝଡ଼ବର୍ଷାର ଏହି ଅଦ୍ଭୁତ ସମାହାର ସାଧାରଣରେ ଚର୍ଚ୍ଚାର…
ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ
ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ ବିଭିନ୍ନ ରାମ ମନ୍ଦିର ଦର୍ଶନ କରି ଜନସମାଜର…
ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମର୍ଦ୍ଧନା ପ୍ରଦାନ କରାଯାଇଛି । ଅନ୍ତଃ ରାଷ୍ଟ୍ରୀୟ ହିନ୍ଦୁ…
ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ
କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ ପର୍ବ ଅତ୍ୟନ୍ତ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି। ଦୁଇ କମିଟି ମଧ୍ୟରେ ଚାଲିଥିବା…
ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ ମିଳିତ ଭାବେ ସିଲ କରିଛନ୍ତି। ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଭବାନୀ ଶଙ୍କର…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ ଏହାର ଏକ ବିପରୀତ ଚିତ୍ର ଦେଖିବାକୁ ମିଳିଛି। ସୁନ୍ଦରଗଡ଼ ସହରର ଅମଲିପାଲି ବାଏପାସ…
ବସଷ୍ଟାଣ୍ଡରେ OSRTC ବସ୍ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ତେବେ ସୌଭାଗ୍ୟବଶତଃ ସମସ୍ତ ଯାତ୍ରୀ ଅଳ୍ପକେ…

