Tag Archives: odisha

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ କରାଯିବା ସହ ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଅନୁସାରେ,…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ ପୋଲ ଉପରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ନଦୀ ତଳକୁ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଦୀର୍ଘ ଦିନର ଫେରାର ପରେ ମୁଖ୍ୟ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା ସମୟରେ ବିଶୃଙ୍ଖଳାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ଓ…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ ସମଲେଶ୍ଵରୀ ଉଚ୍ଚ ବିଦ୍ୟାଳୟ, ଅମ୍ବାପାଲିଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିସହିତ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ଓ ‘ବିକଶିତ…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ‘ଶିଶୁ ବାଟିକା’ ଶିକ୍ଷାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଥୁଆମୁଳ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା ସଚେତନତା ରଥ’ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଏହି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା ରାଇବଣିଆର ସୌମ୍ୟରଞ୍ଜନ ପାତ୍ର। ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲା କାମାକ୍ଷାନଗରର ଅଞ୍ଚଳର ୨୩…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି ୧୩ ଦିନରେ ପହଞ୍ଚିଛି। ଗତ ମାସ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ ଏସ ପି ଶୁଭେନ୍ଦୁ କୁମାର ପାତ୍ର ଗୁରୁବାର ୧୯୯୮ ମସିହାରେ ସହିଦ୍ ହୋଇଥ‌ିବା…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ ଗୁରୁବାର ୨ଦିନ ଧରି ଜିଲାର ବିଭିନ୍ନ ବ୍ଲକରେ କୃଷି ବିଭାଗ ପକ୍ଷରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?