Tag Archives: odisha

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ ନିହାର ରଞ୍ଜନ ମିଶ୍ର, ଉପସଭାପତି ମହେଶ ପ୍ରସାଦ ମହାପାତ୍ର, ଯୁଗ୍ମ ସମ୍ପାଦକ ହେମନ୍ତ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ ପ୍ରଭାତ କୁମାର ସାହୁ ମହାପାତ୍ର ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ନିତ୍ୟାନନ୍ଦ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ ସମ୍ପାଦକ ଭାବେ କାଶୀନାଥ ଦାଶ ନିର୍ବାଚିତ ହୋଇଛନ୍ତି। ଶନିବାର ଅନୁଷ୍ଠିତ ବାର୍ ଆସୋସିଏଶନ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ ଭୋଟ ପାଇଥିବା ବେଳେ ବିରଜା ପ୍ରସାଦ ପାତ୍ର ୮୫ଖଣ୍ଡ ଭୋଟ ପାଇଛନ୍ତି ।…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ଯାଜପୁର ଏସ୍‌ପି ୟଶ ପ୍ରତାପ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା ଏବଂ ସେମାନଙ୍କୁ ଏକ ସୁରକ୍ଷିତ ପରିବେଶ ଯୋଗାଇଦେବା ଲକ୍ଷ୍ୟରେ ‘ଶିଶୁ ସୁରକ୍ଷା ଓ…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ ଭାବେ ଧୀରେନ ସ୍ବାଇଁ ଓ ଉପ ସଭାପତି ଭାବେ ରଜତ ଦାସ ର୍ନିବାଚିତ…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି ଉତ୍ତର ସାହୁ ଉପ ସଭାପତି, ହରିହର ପ୍ରଧାନ ସମ୍ପାଦକ, ବୈକୁଣ୍ଠ ନାଥ ଷଡଙ୍ଗୀ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ଏପ୍ରିଲ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି। ଧାର୍ଯ୍ୟ ନିର୍ଦ୍ଧାରିତ ସମୟ ଅନୁଯାୟୀ ସକାଳ…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ଦିନରେ କୁହୁଡ଼ି ଓ ଝଡ଼ବର୍ଷାର ଏହି ଅଦ୍ଭୁତ ସମାହାର ସାଧାରଣରେ ଚର୍ଚ୍ଚାର…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ ବିଭିନ୍ନ ରାମ ମନ୍ଦିର ଦର୍ଶନ କରି ଜନସମାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?