ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍ମା, ଏମାନେ କରିଛନ୍ତି କ୍ରସ୍ ଭୋଟିଂ, ସାମ୍ନାକୁ ଆସିଲା ନାଁ
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ଜିତିଛନ୍ତି ।…
ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ତଥା ଅଭିଜ୍ଞ ରାଜନେତା ଦିଲୀପ ରାୟ ବିଜୟୀ ହୋଇଛନ୍ତି।…
ପତ୍ନୀଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ସ୍ବାମୀଙ୍କ ଆତ୍ମହତ୍ୟା, ଅନାଥ ହୋଇଗଲା ୨ ବର୍ଷର ଶିଶୁକନ୍ୟା
ବାହାନଗା,୧୫।୩(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ମହାରୁଦ୍ରପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସନ୍ଦେହ ଯୋଗୁ ଗୋଟିଏ ହସଖୁସିର ସଂସାର ଉଜୁଡ଼ି ଯାଇଛି। ସ୍ବାମୀ ପରେଶ ମାଝୀ (୨୨) ନିଜ ପତ୍ନୀ ରଶ୍ମିରେଖାଙ୍କୁ ହତ୍ୟା…
ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!
ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା…
ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…
ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟା ଯୁବତୀ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ…
ଦାରିଙ୍ଗବାଡ଼ିରେ କାଳବୈଶାଖୀର ତାଣ୍ଡବ: ଉଡ଼ିଗଲା ଏକାଧିକ ଘରର ଆଜବେଷ୍ଟସ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ…
ଦାରିଙ୍ଗବାଡ଼ି, ୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡ଼ି ଗ୍ରାମରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରଚଣ୍ଡ ପବନ ଯୋଗୁ ଗ୍ରାମର ଗୋଷ୍ଠୀ ଗୃହ ସମେତ ଏକାଧିକ ପରିବାରର ଆଜବେଷ୍ଟସ…
ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ
କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ସ୍ଥାନୀୟ ସରପଞ୍ଚ ସୁକୁରିଆ ମୁଣ୍ଡାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି। ଦୀର୍ଘ ପ୍ରାୟ…
ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ
ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ ଆୟତ୍ତ କରିଛନ୍ତି। ନିଆଁ ଲାଗିଥିବା ଘଟଣା ଡ୍ରୋନ୍ ସର୍ଭେରେ ଜଣାପଡ଼ିବା ପରେ ପାଟଣା…
ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…
ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ କାର୍ଯ୍ୟରତ ଡାକ୍ତର ରୋଗୀଙ୍କ ସମ୍ପର୍କୀୟ ଓ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଆକ୍ରମଣ କରିଥିବା…
ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …
ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ ନିୟମ (COTPA) ଉଲ୍ଲଂଘନ କରୁଥିବା ଅଭିଯୋଗରେ ୧୭ ଜଣ ଦୋକାନୀଙ୍କଠାରୁ ମୋଟ ୩୦୫୦…
ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର; ୪୬ ବର୍ଷୀୟ ତାରିଣୀଙ୍କୁ…
ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି। ଏହି ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ଅଭିଯୁକ୍ତ…
ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…
ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଚାଷୀଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ…
Archives


