ବିଶାଖାପାଟଣାମ୍-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…
ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ଗୋପାଳପୁରଠାରୁ ପ୍ରାୟ ୧୮୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍ରୁ ୧୮୦ କି.ମି ପୂର୍ବ-ଦକ୍ଷିଣପୂର୍ବ,…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଅତାବିରା ମିନାର ବନ୍ଧ ପଡ଼ାର ବସନ୍ତ ଚୌଧୁରୀ (୩୫)।…
ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…
ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ମତ୍ସ୍ୟଜୀବୀମାନେ ନଦୀରେ ମୃତଦେହ ଭାସୁଥିବା ଦେଖିବା ପରେ ବୀରମହାରାଜପୁର ଅଗ୍ନିଶମ ବାହିନୀକୁ…
କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି ସହ ଅବିଶ୍ରାନ୍ତ ବର୍ଷା ହେବା ଫଳରେ ଜିଲାରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…
ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ…
ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍, ରାତି ପାହିଲା ବେଳକୁ…
ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବଡ଼ ବଜାର ସ୍ଥିତ ଲଚ୍ଚମନ ବାଲାଜୀ ହନୁମାନ ମନ୍ଦିର, ଓଡ଼ିଆ ଢମଣା…
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…
କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି ବ୍ଲକରେ ମୋଟ ୯୩୦.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାର ହାରାହାରି ପରିମାଣ…
ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍ ୱାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ ୱାର୍ନିଂ, ୨୪, ୨୫ ପାଇଁ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରିକୁ ରେଡ୍ ୱାର୍ନିଂ…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ ଅତିକ୍ରମ ସମ୍ଭାବନା ରହିଛି।…
ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ…
ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ରହିଛି। ଏଥିସହ ଜଡ଼ିତ…
ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର
ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆନନ୍ଦଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ର ବିଭିନ୍ନ ଜୋନାଲ ସ୍ତରୀୟ ପ୍ରତିଯୋଗିତାରୁ କୃତିତ୍ୱ…
କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ
ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଚଢ଼ାଉ କରାଯାଇ ୫୬ କେଜି ଗଞ୍ଜେଇ ଜବତ…

