ରେଳ ଟ୍ରାକ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର,୧୯।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବସନ୍ତପୁର ଏବଂ ସୀତାବିଞ୍ଜ ରେଳ ଷ୍ଟେଶନ ମଧ୍ୟରେ ଟ୍ରେନ୍ ଟ୍ରାକ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ରବିବାର ରାତିରେ ଟାଟା ବିଶାଖାପାଟଣା ସାପ୍ତାହିକ ଏକ୍ସପ୍ରେସରୁ ଖସି…
ଜେସିବି ଧକ୍କାରେ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସାରା ରାତି ପଡ଼ି ରହିଲା ମୃତଦେହ, ୧୬ ଘଣ୍ଟା ପରେ ଉଦ୍ଧାର
ଅମରପାଲି,୧୯।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡ ଗ୍ରାମରେ ଗତ ସୋମବାର ରାତିରେ ଜେସିବି ଧକ୍କାରେ ଏକ କନଷ୍ଟ୍ରକସନ କମ୍ପାନୀର ମ୍ୟାନେଜରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲ। ମୃତଦେହ ଉଦ୍ଧାର ପାଇଁ ପୋଲିସ ଘଟଣାସ୍ଥଳକୁ ଆସିଥିଲେ ମଧ୍ୟ…
ପୁରବନ୍ଦୀ ଘର- ପ୍ରାଥମିକ ଶିକ୍ଷା
ପୁରବନ୍ଦୀ ଘର ବିଶେଷଭାବେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖାଯାଉଥିଲା। ଏବେ ଆଉ ଏହି ପ୍ରକାର ଘର କେଉଁଠି ନା କେଉଁଠି ଥିବ! ଏହି ଘରର ଗଢ଼ଣ ଶୈଳୀ ହେଉଛି – ଗୋଟେ ଦାଣ୍ଡ ଦୁଆର, ଆଉ ଗୋଟେ ବାଡ଼ି ଦୁଆର। ମଝିରେ…
ପ୍ରେମଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର, ଜେଲ ହାଜତକୁ ଗଲେ ସୁରେଶ
ଦେବଗଡ,୧୮ା୧୧(ଶଶାଙ୍କ ଶେଖର ଝାଙ୍କର): ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ବାରକୋଟ ଥାନା ପୋଲିସ କେନ୍ଦୁଝର ଜିଲା ତେଲକୋଇ ଥାନା ବେରିଡା ଗ୍ରାମର ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ସୁରେଶ ପରିଡା (୧୯) ।…
୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ
ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା ଜିଲା ଦୌରାଜଜ୍ ସତ୍ୟନାରାୟଣ ଷଡ଼ଙ୍ଗୀ ମଙ୍ଗଳବାର ଏହି ମାମଲାର ଶୁଣାଣିକରି ଗୋଟିଏ ପରିବାରର ୫ଜଣ…
ଓଡ଼ିଶାରେ ଗଠନ ହେବ ଆଉ ୪ ନୂଆ ତହସିଲ; ଏସବୁ ସ୍ଥାନରେ ଖୋଲିବ
ଭୁବନେଶ୍ୱର,୧୮।୧୧: ତୃଣମୂଳ ସ୍ତରରେ ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ଆଉ ୪ଟି ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନୂତନ ତହସିଲଗୁଡ଼ିକୁ ମିଶାଇଲେ ରାଜ୍ୟରେ…
ଋଷିକୂଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ସମାଗମ, କଡ଼ାକଡ଼ି ହେଲା ପାଟ୍ରୋଲିଂ, ଖୁବ୍ଶୀଘ୍ର…
ଗଞ୍ଜାମ,୧୮।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଚ ଅଲିଭ ରିଡଲେ କଇଁଚ ମାନଙ୍କ ଧୀରେ ଧୀରେ ସମାଗମ ହୋଇଥିବା ଜଣାପଡ଼ିଛି । ମଙ୍ଗଳବାର ସାମୁଦ୍ରିକ କଇଁଚଙ୍କ ସୁରକ୍ଷା ନେଇ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଋଷିକୁଲ୍ୟା…
ବଲାଙ୍ଗୀରରେ ବାଲାଂଦେଶୀମାନଙ୍କୁ ଚିହ୍ନଟ କରି ବିତାଡ଼ିତ କର, ଏସ୍ପିଙ୍କୁ ଦାବିପତ୍ର ପତ୍ର ପ୍ରଦାନ କଲେ…
ବଲାଙ୍ଗୀର,୧୮।୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ତରଫରୁ ଆରକ୍ଷୀ ଅଧକ୍ଷକଙ୍କୁ ମଙ୍ଗଳବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏଥିରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ଦାବି କରାଯାଇଛି ଯେ ଅନେକ ଦିନ ଧରି ବଲାଙ୍ଗୀର ଜିଲା ଦେଓଗାଁଠାରେ ଅଶାନ୍ତ…
ବନ୍ଦେ ମାତରଂ କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ
ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ‘ବନ୍ଦେ ମାତରଂ’ କବିତାର ୧୫୦ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ମଙ୍ଗଳବାର ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ଗ୍ରାମରେ ପହଞ୍ଚିବା ପରେ ଭାଜପା…
ରାମାୟଣ ନାଟକରେ ଅଶ୍ଳିଳ ଅଙ୍ଗଭଙ୍ଗୀ ପ୍ରଦର୍ଶନ ଘଟଣା: ମାମଲା ରୁଜୁ କଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗତ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା ଉପଲକ୍ଷେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମରେ ପ୍ରତିଯୋଗିତା ମୂଳକ ୨ ନାଟ୍ୟ ଅନୁଷ୍ଠାନ ପକ୍ଷରୁ ପୈାରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଥିଲା । ନାଟକରେ ରାବଣ…
‘ମୋ ପୁଅକୁ ଏମାନେ ମାରିଛନ୍ତି’, ଏହି ୩ ଜଣଙ୍କୁ ଦାୟୀ କଲେ ହ୍ୟୁମାନଙ୍କ ମାଆ, କଲେ ବଡ଼ ଖୁଲାସା
ଭୁବନେଶ୍ୱର,୧୮।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଓଲିଉଡଜଗତରେ ଶୋକର ଛାୟା ଖେଳିଯାଇଛି। ଏହାରି ଭିତରେ ହ୍ୟୁମାନଙ୍କ ମାଆ ଶେଫାଳି ସୁନା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ହ୍ୟୁମାନଙ୍କ ମୃତ୍ୟ ପାଇଁ…
ଜନ୍ମସ୍ଥାନ ଟିଟିଲାଗଡ଼ରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ
ଭୁବନେଶ୍ୱର,୧୮।୧୧: ସୋମବାର ରାତିରେ ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ହୋଇଯାଇଛି । ଏହି ଖବର ପ୍ରଚାରିତ ହେବା ପରେ ଟିଟିଲାଗଡ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଜନ୍ମ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରର ଦେବନ୍ଦପଡାରେl ସେ ପିଲା…
Archives


