Tag Archives: odisha

ପରାଜୟ ପରେ ଦଳ ଭିତରେ ଟଣାଓଟରା: ୨ ଦିନ ପରେ ନବୀନଙ୍କୁ ଭେଟିଲେ…

ଭୁବନେଶ୍ୱର, ୧୮।୧୧(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନରେ ବିଜେଡି ୩ ନମ୍ବର ସ୍ଥାନରେ ରହିବା ପରେ ସେମାନଙ୍କ ଦଳ ଭିତରେ ଏବେ ପୁଣିଥରେ କାଦୁଆ ଫିଙ୍ଗା ଆରମ୍ଭ ହୋଇଯାଇଛି। କାହିଁକି ଜିଲା ବାହାରୁ ଆଣି ସ୍ନେହାଙ୍ଗିନୀ ଛୁରିଆଙ୍କୁ ଦଳ ପ୍ରାର୍ଥୀ କଲା ବୋଲି…

ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ, ବନ୍ଦ ରହିବ…

ଭୁବନେଶ୍ୱର,୧୮।୧୧(ରବିନାରାୟଣ ଜେନା): ରାଜ୍ୟ ପୋଲିସ ନିଜର କର୍ତ୍ତବ୍ୟ ଠିକଣା ଭାବେ ସମ୍ପାଦନା କରିପାରୁ ନ ଥିବାରୁ ଅପରାଧ ବଢୁଛି। ଏହି ପରିପ୍ରେକ୍ଷୀରେ ଯଦି ସରକାର ପୋଲିସକୁ ମୋଟର ଯାନ ଯାଞ୍ଚ ଦାୟିତ୍ୱ ପ୍ରଦାନ କରନ୍ତି ତେବେ ବସ୍‌ ଓ ମୋଟର ଯାନ…

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର। ଗତ ସେପ୍ଟେମ୍ବର ୨ରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ…

‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍‌ କରି ନବୀନ ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି…

ଏହି ସବୁ ରୋଗରେ ପୀଡିତ ଥିଲେ ହ୍ୟୁମାନ, ଶେଷରେ ହସ୍ପିଟାଲରେ ଆଖି ବୁଜିଲେ…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କର ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶ୍ୱାସକ୍ରିୟାରେ ବିଫଳତା,…

ପରଲୋକରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଓଲିଉଡରେ ଶୋକର ଛାୟା

ଭୁବନେଶ୍ୱର,୧୭।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। କିଛିଦିନ ହେବ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ଏବଂ ସେ ଭେଣ୍ଟିଲେଟର୍‌ ସହାୟତାରେ ଥିଲେ।…

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ

ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ। ମୃତ ଛାତ୍ରଙ୍କ ନାମ ଲୋସନ ବେମାଲ(୧୮) ହୋଇଥିବାବେଳେ ଗୁରୁତର ଥିବା ଛାତ୍ରଙ୍କ…

ଶୀତ, କାକରରେ ରାତି ସାରା ଚାଷୀଙ୍କ ଅଭିନବ ପ୍ରତିବାଦ, ଧାରଣାସ୍ଥଳରେ କୀର୍ତ୍ତନ ପରିବେଷଣ କରି…

ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ ୧୦ତାରିଖରୁ…

ସାଇବର ଠକେଇର ଶିକାର ହେଲେ ଯୁବକ: ଆପେ ଆପେ ଆକାଉଣ୍ଟରୁ ଚାଲିଗଲା ୫୬ ହଜାର ଟଙ୍କା

ରାୟଗଡା, ୧୭।୧୧ (ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ପୋଲିସ ପକ୍ଷରୁ ସାଇବର ଅପରାଧରୁ ସୁରକ୍ଷା ପାଇଁ ମାସବ୍ୟାପୀ ସଚେତନତା ଚାଲିଛି। ହେଲେ ଅନ୍ୟପଟେ ଗ୍ରାମାଞ୍ଚଳର ଲୋକେ ସାଇବର ଅପରାଧୀଙ୍କ ଶିକାର ପାଲଟିଛନ୍ତି । ନିକଟରେ ଭୁବନେଶ୍ୱରର ଜଣେ ବୃଦ୍ଧ ଦମ୍ପତିଙ୍କୁ ଡିଜିଟାଲ…

ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ…

ନଦୀକୁ ଶୌଚ ହେବାକୁ ଯାଇ ବୃଦ୍ଧ ନିଖୋଜ, ଏଯାଏ ମିଳିନି ପତ୍ତା

ଧୂଷୁରୀ, ୧୫।୧୧ ( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ପାଳସାହି ପଞ୍ଚାୟତ ସ୍ଥିତ କୁଳସାହି ଗ୍ରାମର ଦୀନବନ୍ଧୁ ବିଶ୍ବାଳ ( ୭୧ ) ଶୁକ୍ରବାର ରାତିରେ ଘର ନିକଟରେ ଥିବା ବୈତରଣୀ ନଦୀକୁ ଶୌଚ…

ଭାଜପାର ବଡ଼ ବିଜୟ ପରେ ଆସିଲା ଜୟ ଢୋଲକିଆଙ୍କ ବୟାନ, ବିରୋଧୀଙ୍କୁ କହିଲେ ଏମିତି…

ଭୁବନେଶ୍ୱର,୧୫।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟରେ ଜୟ ଢୋଲକିଆ ବଡ଼ ମାର୍ଜିନରେ ବିଜୟ ହାସଲ କରିଛନ୍ତି। ତେବେ ଏହିକ୍ରମରେ କଂଗ୍ରେସ ଦ୍ୱିତୀୟ ଓ ବିଜେଡି ତୃତୀୟ ସ୍ଥାନରେ ରହିଛି। ବିଜୟକୁ ନେଇ ଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri