Tag Archives: odisha

ଜଗନ୍ନାଥ ମନ୍ଦିରରୁ ଚୋରି: ରୂପା ଅଳଙ୍କାର ସହ ପୂଜା ସାମଗ୍ରୀ ଗାଏବ,ଗ୍ରାମବାସୀଙ୍କ ମଧ୍ୟରେ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଗର୍ଜନ ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରରୁ ରୂପା ଅଳଙ୍କାର ସହ ଅନ୍ୟାନ୍ୟ ପୂଜା ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିରରେ ଚୋରି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆସନ୍ତୋଷ…

ଓଡ଼ିଶାରେ ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୫।୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର, ଦତ୍ତେଶ୍ବର ହୋତା। ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରାର୍ଥିପତ୍ର ଦାଖଲ କରିଥିବା ୨ ପ୍ରାର୍ଥୀଙ୍କୁ ମୁଁ…

ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର: ଖାଇଗଲେ ୮ କୋଟିରୁ ଅଧିକ…

ଭୁବନେଶ୍ୱର,୫।୩: ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲି ଖେଳିବା ସହ ଆମିଷର ମଜା ଉଠାଇଛନ୍ତି ଭୁବନେଶ୍ବରବାସୀ । ରାଜଧାନୀରେ କୋଟି କୋଟି ଟଙ୍କାର ଆମିଷ ବିକ୍ରି ହୋଇଛି। ୮ କୋଟିର ଆମିଷ ବିକ୍ରି ହୋଇଥିବାରୁ ବ୍ୟବସାୟୀ ଖୁସି ପ୍ରକାଶ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ସାଲେକଦମ ଗ୍ରାମର ମନୋଜ ପାଣ୍ଡେ (୨୫…

ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ତତ୍ପରତା ପ୍ରକାଶ ପାଇଛି। ମଙ୍ଗଳବାର ଅପରାହ୍ନରେ…

ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି…

ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା ଆଜି ଚର୍ଚ୍ଚାରବିଷୟ ପାଲଟିଛି। ତାଙ୍କୁ ରାସ୍ତାରୁ ଏକ ଟଙ୍କା ଭର୍ତ୍ତି ମନିପର୍ସ ମିଳିଥିଲା।…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ନେଇ ବଧୂର ବାପା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…

ନୀଳଗିରି ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ, ନାକେଦମ ହେଲାଣି…

ନୀଳଗିରି,୩।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁଲାଗି ଅନେକ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମିଭୂତ ହୋଇଯାଇଛି। ପବନର ବେଗ ବଢିବା ସହ ନିଆଁ ବ୍ୟାପିବାରେ ଲାଗିଥିଲା। ନିଆଁର ପ୍ରକୋପ ଏତେ ଅଧିକ ହୋଇଥିଲା ଯେ ଅଗ୍ନିଶମ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ ମଙ୍ଗଳବାର ମଧ୍ୟାହ୍ନ ରୁ ୧୦ ଜଣ ଛାତ୍ର ହଷ୍ଟେଲ ଛାଡି କେଉଁଆଡେ ପଳାଇଥିବା ଅଭିଯୋଗ ହୋଇଛି।…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର କରିଛନ୍ତି। ଏ ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?