ଇଟା ଫ୍ୟାକ୍ଟ୍ରିକୁ ବେଆଇନ ଭାବେ ହେଉଥିଲା ବାଲି ଚାଲାଣ: ହାଇଓ୍ବାକୁ ଜବତ କଲା ରିଷିଡ଼ା…
ରିଷିଡା ,୨୫।୨(ସୁଶାନ୍ତ ମଲ୍ଲିକ): ବେଆଇନ ଭାବେ କର୍ଲାମୁଣ୍ଡା ବ୍ଲକ ତେରେସିଂହା ତେଲନଦୀରୁ କଅଁସିଲଛକ ସ୍ଥିତ ଇଟା ଫ୍ୟାକ୍ଟ୍ରିକୁ ହାଇଓ୍ବାରେ ବାଲି ଯାଉଥିବା ବେଳେ ରିଷିଡା କଲେଜ ଛକ ନିକଟରେ ରିଷିଡା ପୋଲିସ ଗାଡିକୁ ଜବତ କରି ଫାଣ୍ଡିକୁ ଆଣିଥିଲେ। ରିଷିଡା ଫାଣ୍ଡିଧିକାରୀ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ମିନି ଷ୍ଟାଡିୟମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍
ଗଞ୍ଜାମ,୨୫।୨(ବିଦ୍ୟାଧର ସାହୁ): ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ଲାଇଟ ନ ଜଳିବା ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ ପ୍ରଶାସନ ଓ ବିଦ୍ୟୁତ ବିଭାଗର ତତ୍ପରତା ପ୍ରକାଶ ପାଇଥିଲା । ଫଳ ସ୍ବରୂପ ଷ୍ଟାଡିୟମରେ ଲାଗିଥିବା ସମସ୍ତ ଷ୍ଟ୍ରିଟ ଲାଇଟ…
ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ, ବେଡ୍ରୁ ହୋଇଯାଇଥିଲେ ନିଖୋଜ, ରାସ୍ତାରୁ ମିଳିଲା ମୃତଦେହ, ଦିଗପହଣ୍ଡିରେ ଶୋକ
ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଚିକିଟିଆ ସାହିରେ ରହୁଥିବା ଏସ୍.ସତ୍ୟନାରାୟଣ ଦୋରା(୪୩)ଙ୍କ ମୃତଦେହକୁ ବ୍ରହ୍ମପୁର ଶ୍ରୀରାମ ନଗର ନିକଟ ମୁଖ୍ୟରାସ୍ତାରୁ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନରେ ଜ୍ବରରେ ସଂକ୍ରମିତ ହୋଇ ସେ ଗୁରୁତର ହୋଇ ପଡ଼ିଥିଲେ।…
ରାୟଗଡ଼ା ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗ: ହାଇକୋର୍ଟରେ ଖାରଜ ହେଲା ଶୁଭ୍ରାଙ୍କ ମାମଲା, ଫଳାଫଳ ଘୋଷଣା ପରେ…
ରାୟଗଡ଼ା,୨୫।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡା କରିଥିବା ରିଟ୍ ପିଟିସନ ମାମଲାକୁ ହାଇକୋର୍ଟ ବିଚାରପତି ଆର୍.କେ.ପଟ୍ଟନାୟକ ଖାରଜ କରି ଦେଇଛନ୍ତି । ଏନେଇ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଉକ୍ତ…
ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…
ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ ମଧ୍ୟ ଆସିଲେନି। ପାଖ ପଡୋଶୀ ଦେଖଣାହାରୀ ହୋଇ ଥିଲେ ମଧ୍ୟ କେହି ମଧ୍ୟ…
କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ଲକ୍ଷରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜଳିପୋଡି ପାଉଁଶ
ବାଲେଶର, ୨୫।୨( ବାଞ୍ଛାନିଧି ଦେ ): କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ବାଲେଶ୍ୱର ସହଦେବଖୁଣ୍ଟା ଥାନା ଫାଣ୍ଡି ଛକ ନିକଟ ଏକ କଦଳୀ ଗୋଦାମରେ ନିଆଁ ଲାଗି ୫ ଲକ୍ଷର ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର…
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆସନ୍ତା ୩ଦିନ ମଧ୍ୟରେ…
ଭୁବନେଶ୍ୱର,୨୫ା୨(ବନ୍ଦନା ସେଠୀ): ଓଡ଼ିଶାର ଉତ୍ତର-ଉପକୂଳ ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ୧.୫କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୫ଟାରୁ ୬ଟା ପର୍ଯ୍ୟନ୍ତ ଘଣ୍ଟାଏ…
ଥୁଆମୂଳ ରାମପୁରରେ ବନ ବିଭାଗର କାର୍ଯ୍ୟକ୍ରମ: ସାଧାରଣ ଜନତାଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନବାଚୀ
ଥୁଆମୂଳ ରାମପୁର, ୨୪ା୨ (ଦୁର୍ଗା କୀର୍ତ୍ତି): ‘ଜଙ୍ଗଲ ସୁରକ୍ଷା ହିଁ ଜୀବନ ରକ୍ଷା’ – “ବନ୍ୟ ପ୍ରାଣୀଙ୍କୁ ନୂଆଁ ଦାଉରୁ ରକ୍ଷା କରନ୍ତୁ” ଏବଂ ବନାଗ୍ନି ରୁ ଜଙ୍ଗଲକୁ ବଞ୍ଚାନ୍ତୁ ଏହି ସବୁ ନାରାକୁ ପାଥେୟ କରି ସରକାର ଜଙ୍ଗଲକୁ ନିଆଁ…
ସ୍ବତନ୍ତ୍ର ଆଦର୍ଶ ବିଦ୍ୟାଳୟ ନିକଟସ୍ଥ ଗ୍ରାମର ଛାତ୍ରୀଛାତ୍ରଙ୍କୁ ମିଳୁ ହଷ୍ଟେଲ ସୁବିଧା, ଜିଲାପାଳଙ୍କୁ ଭେଟି ଦାବି ରଖିଲେ କୋଟିଆ ସରପଞ୍ଚ
ପଟ୍ଟାଙ୍ଗି, ୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ରହିଥିବା ସ୍ବତନ୍ତ୍ର ଆଦର୍ଶ ବିଦ୍ୟାଳୟରେ ନିକଟସ୍ଥ ଗ୍ରାମର ଛାତ୍ରୀଛାତ୍ରଙ୍କୁ ହଷ୍ଟେଲରେ ଅଗ୍ରାଧିକାର ଦେବା ପାଇଁ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ କୋଟିଆ ସରପଞ୍ଚ ଲିଉ ଗେମେଲ…
ପ୍ରେମ ପାଇଁ ନାବାଳିକା ଝିଅଙ୍କ ନିର୍ମମ କାଣ୍ଡ: ପ୍ରେମିକଙ୍କ ସହ ମିଶି ମା’-ଭାଇଙ୍କୁ ହତ୍ୟା କରି କେନାଲରେ ଫିଙ୍ଗିଲେ, ଅଖାରୁ ହାତ ଗୋଡ଼ ବନ୍ଧା…
କୋରାପୁଟ/ବୋରିଗୁମ୍ମା, ୨୪ା୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ)-ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ଅଭିଯୋଗ କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଞ୍ଚଳରୁ ସାମନାକୁ ଆସିଛି। ସୋମବାର ଏକ…
୫୫ ହଜାର ଉଧାର ଟଙ୍କାକୁ ନେଇ ସମ୍ପର୍କ ଭୁଲିଲେ: ଦୁଇ ପରିବାର ମଧ୍ୟରେ ଉଗ୍ରରୂପ ନେଲା ବିବାଦ, ସୁରକ୍ଷା ପାଇଁ…
ଦିଗପହଣ୍ଡି,୨୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନ୍ତର୍ଗତ ପିତାମ୍ବରପୁର ଗ୍ରାମର ୨ ପରିବାର ମଧ୍ୟରେ ଟଙ୍କା ଦେଣ ନେଣକୁ କେନ୍ଦ୍ର କରି ଆକ୍ରମଣ ପ୍ରତିଆକ୍ରମଣ ଘଟିଛି। ଗ୍ରାମର କାହ୍ନୁଚରଣ ଶତପଥୀଙ୍କ ପୁଅ ନୀଳକଣ୍ଠ ସେହି ଗ୍ରାମର…
ଦିଗପହଣ୍ଡି-କେ. ନୂଆଗାଁ ଥାନାରେ ଯୋଗଦେଲେ ନୂଆ ଆଇଆଇସି: ଅପରାଧ ଦମନ ସହ ଆଇନ ଶୃଙ୍ଖଳା ନିୟନ୍ତ୍ରଣ ଦିଗରେ…
ଦିଗପହଣ୍ଡି, ୨୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ ନୂତନ ଆଇଆଇସି ଭାବେ ମଙ୍ଗଳବାର ସାରେ କିଶୋର କୁମାର ସାମଲ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ କେ. ନୂଆଗାଁ ଥାନାରେ ଅବସ୍ଥାପିତ ଥିଲେ। ପୂର୍ବରୁ ଦିଗପହଣ୍ଡି ଥାନାରେ ଅବସ୍ଥାପିତ…

