ବିଜେଡିକୁ ଟାର୍ଗେଟ୍ କଲେ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ, କହିଲେ ଅଣଦେଖା ଯୋଗୁ…
ନୂଆପଡା,୪।୧୧: ସ୍ବର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ ବିଜେଡିକୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ସ୍ବାସ୍ଥ୍ୟ ଖରାପ ଥିଲା ବେଳେ ବିଜେଡି ନେତାମାନେ ପଚାରିଲେନି। ଫୋନ କଲେନି କି ହସ୍ପିଟାଲ ଚିକିତ୍ସା ନେଇ ବୁଝିଲେନି। ଅସୁସ୍ଥତା ବେଳେ ନିଜ ଦଳର ସପୋର୍ଟ ଆତ୍ମବଳ…
ନବୀନଙ୍କୁ ସିଧା ଟାର୍ଗେଟ୍ କଲେ ପ୍ରଭାତୀ ପରିଡ଼ା, କହୁ କହୁ କହିଦେଲେ ଏତେ ବଡ଼ କଥା…
ଭୁବନେଶ୍ୱର,୪।୧୧: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଟାର୍ଗେଟ୍ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଟାର୍ଗେଟ୍ କରି କହିଛନ୍ତି, ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା। ନବୀନଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାକୁ…
ଓଡ଼ିଶାକୁ ବିଳମ୍ବରେ ଆସିବ ଶୀତ, ଶୀଘ୍ର ଫେରିବ: ଆଇଏମଡି
ଭୁବନେଶ୍ୱର,୩।୧୧: ଓଡ଼ିଶାକୁ ଚଳିତ ବର୍ଷ ଶୀତ ବିଳମ୍ବରେ ଆସିବ ଏବଂ ଆଗୁଆ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ସୋମବାର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ-ଶୀତଳ ପବନ ପ୍ରବେଶ କରୁଥିବାରୁ କିଛି ସ୍ଥାନରେ ରାତିର ତାପମାତ୍ରା…
ଓଡ଼ିଶା ପାଇଁ ୧୫ତମ ଅର୍ଥ କମିଶନ ଅନୁଦାନ: ଏତିକି କୋଟିରୁ ଅଧିକ ଟଙ୍କା ଜାରି କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୩।୧୧: କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ (Rural Local Bodies) ପାଇଁ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୪୦୦ କୋଟି ଟଙ୍କାରୁ ଅଧିକ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଜାରି କରିଛନ୍ତି। ଏହି ଅର୍ଥ ରାଜ୍ୟର ଜିଲା ପରିଷଦ,…
ରାତି ଅଧରେ ବେଆଇନ ଭାବେ ବିକ୍ରି କରୁଥିଲେ ମଦ, ଅଚାନକ ପହଞ୍ଚିଗଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୨।୧୧(ଅଶେଷ ନାଥ ମିଶ୍ର) : ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଏନ.ବିଦେଶୀ ପାତ୍ରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଶନିବାର ରାତି ପ୍ରାୟ ୧୦ ଟାରେ ଗାଁରେ ବେଆଇନ ଭାବେ ମଦ ବିକ୍ରି କରୁଥିବାବେଳେ ସେ ଧରା ପଡ଼ିଥିଲେ।…
ମିଳିଲା ହଜିଯାଇଥିବା ୨୩ ମୋବାଇଲ ଫୋନ, ଏହି କୌଶଳରେ ଠାବ କରି ଲୋକଙ୍କୁ ହସ୍ତାନ୍ତର କଲା ପୋଲିସ
ଭଞ୍ଜନଗର,୨।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଲୋକଙ୍କ ହଜିଯାଇଥିବା ୨୩ ଟି ମୋବାଇଲ ଫୋନକୁ ଜବତ କରି ସେମାନଙ୍କୁ ହସ୍ତାନ୍ତର କରିଛି। ଏନେଇ ଆଜି ଅପରାହ୍ନରେ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀ ହୋଇଥିଲା। ପୋଲିସ ସିଇଆଇଆର୍କୁ ଆଧାର…
କାହିଁକି ଛାଡିଲେ ବିଜେଡି, ଶେଷରେ ଅସଲ କାରଣ କହିଦେଲେ ଜୟ ଢୋଲକିଆ, ରାଜନୀତିରେ ହଇଚଇ
ଭୁବନେଶ୍ୱର,୨।୧୧: ବିଜେଡି ଛାଡ଼ିବା ନେଇ ଜୟ ଢୋଲକିଆ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟ କହିଛନ୍ତି, ବାପା ଅସୁସ୍ଥ ଥିଲା ବେଳେ ବିଜେଡି ପଚାରିଲା ନାହିଁ। ଯେଉଁ ନେତା ପାର୍ଟିରେ ଜୀବନ ସାରା ରହିଲେ, ତାଙ୍କୁ ନା ଫୋନ କଲେ ନା ସହଯୋଗ।…
ପୋଲିସ SI ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
ଭୁବନେଶ୍ୱର,୧।୧୧: ବହୁଚର୍ଚ୍ଚିତ ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମ୍ବ୍ରାଞ୍ଚକୁ ବଡ଼ ସଫଳତା। ରାକେଟ୍ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ। ନେପାଳ ବର୍ଡର ସ୍ଥିତ ଉତ୍ତରାଖଣ୍ଡ ଅଞ୍ଚଳରୁ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ତେବେ ଘଟଣା ପରଠାରୁ ସେ ନେପାଳ ବର୍ଡରରେ…
ରାତି ହେଲେ ବଢୁଛି ହାତୀ ଉପଦ୍ରବ: ପଡୁଛି ତାଟି କବାଟ, ଧାନ-ମାଣ୍ଡିଆ ଫସଲ ନଷ୍ଟ
ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଇର ପଦର, ସିଙ୍ଗପୁର,ହରିଣା,ସୁମନ୍ତପୁର,ଗୁଣ୍ଡୁରି ଗୁଡ଼ା,ଆଦିକନ୍ଦପୁର,ସୁନାଖଣ୍ଡି ପ୍ରଭୃତି ଗ୍ରାମ ମାନଙ୍କରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ…
ରଙ୍ଗରୁଟ୍ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର, ଘଟଣାସ୍ଥଳରେ ବଜରଙ୍ଗ ଦଳ
ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ରଙ୍ଗରୁଟ୍ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର। ଏଭଳି ଏକ ଦୁର୍ଘଟଣା୧୬ ନଂ ଜାତୀୟ ରାଜପଥ ଲକ୍ଷ୍ମୀପୁର ନିକଟରେ ଦେଖିବାକୁ ମିଳିଛି। ଏନେଇ ଖବର ପାଇ ଗଞ୍ଜାମ ଥାନା ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ ଘଟଣା…
ଭେଙ୍କଟେଶ୍ୱର ଦଳାଚକଟାରେ ଓଡ଼ିଆ ଯୁବତୀ ମୃତ, ଏକମାତ୍ର ଝିଅକୁ ହରାଇ…
ପାତ୍ରପୁର,୧ା୧୧(ଉମା ଚରଣ ନେପାକ): ଓଡ଼ିଶାରେ ରବିବାର କାର୍ତ୍ତିକ ବଡ଼ ଏକାଦଶୀ ପାଳନ ହେଉଥିବା ବେଳେ ଆନ୍ଧ୍ର ପ୍ରଦେଶରେ ଏକାଦଶୀକୁ ଶନିବାର ପାଳନ କରାଯାଇଥିଲା। ଆନ୍ଧ୍ରର ଶ୍ରୀକାକୁଲମ ଜିଲା କାଶୀବୁଗା ଭେଙ୍କଟେଶ୍ୱର ମନ୍ଦିରରେ ଏକାଦଶୀ ବ୍ରତ ପାଳନ ପାଇଁ ପ୍ରବଳ ଜନସମାଗମ ହୋଇଥିଲା।…
ଏକମାତ୍ର ପୁଅ ଚାଲିଯିବା ପରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନାହିଁ, ଆବେଦନ କରି ବି ମିଳୁନି ଆବାସ…
ମୋହନା,୧ା୧୧(ମନ୍ମଥ ମିଶ୍ର)- ପରିଣତ ବୟସରେ ସାହା ହେବାକୁ କେହି ନାହିଁ। ଘରଟିଏ ନ ଥିବାରୁ ଆଶ୍ରୟ ନେଇଛନ୍ତି ଗାଁ କୋଠଘରେ। ଆବେଦନ କରି ମଧ୍ୟ ଏଯାଏ ମିଳିନି ତାଙ୍କୁ ଆବାସ ଯୋଜନାରେ ଘର ଖଣ୍ଡିଏ। ଏପରି ଅବହେଳାର ଶିକାର ହୋଇଥିବା ଦମ୍ପତ୍ତି…
Archives


