ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ଜଣେ ଗୁରୁତର
ପାଟଣା,୧୩।୩(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ଫାଣ୍ଡି ଗଣ୍ଡବେଡା ଗ୍ରାମ ସ୍କୁଲ ନିକଟରେ ଗୁରୁବାର ଏକ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ୨ ଜଣ ଗୁରୁତର ହୋଇ ରାସ୍ତା ଉପରେ ପଡ଼ିରହିଥିବା ବେଳେ…
ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…
ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ ଭୋଟିଂ ଭୟ ଘାରିଛି। ତେଣୁ ରାଜ୍ୟର…
କଂଗ୍ରେସର ୮ ଗଲେ, ୬ ରହିଲେ
ଭୁବନେଶ୍ୱର, ୧୩।୩ (ସୁନିତ୍ ମିଶ୍ର): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ୍ ଭୋଟିଂ ଭୟ…
ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ
ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ ଯାଇପାରୁ ନ ଥିଲା। କିନ୍ତୁ ଏଥର ପୋଲିସ ଆକ୍ସନ ମୋଡକୁ ଆସିଛି। ରାସ୍ତାର…
ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…
ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ସୁପରିକଳ୍ପିତ ଲୁଟ ଘଟଣାର ମାଷ୍ଟରମାଇଣ୍ଡ…
ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…
ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ଦେଖାଯାଇଛି। ପଞ୍ଜୀକରଣ ଅବଧିକୁ ଆସନ୍ତା ଏପ୍ରିଲ ମାସ…
ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…
କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର ଏଏସ୍ଆଇ ଅରୂପାନନ୍ଦ ଦାସଙ୍କୁ ମାଡ଼ି ବସିଛି ଭିଜିଲାନ୍ସର ସ୍ବତନ୍ତ୍ର ଟିମ। ସୂଚନା ମୁତାବକ,…
ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…
ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା ସମ୍ପର୍କରେ ମତ ବିନିମୟ କରିବା ପାଇଁ ଆୟୋଜିତ ଏହି ଉଚ୍ଚସ୍ତରୀୟ ସମ୍ମିଳନୀରେ ଭାରତର…
ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…
ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ ଲାଗିଥିବା ଯୁଦ୍ଧର ପ୍ରଭାବ ଏବେ ସିଧାସଳଖ ସାଧାରଣ ଖାଉଟିଙ୍କ ରୋଷେଇ ଘର ଉପରେ…
ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…
ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ ମହଙ୍ଗା ପଡ଼ିଛି। ୱାରେଣ୍ଟି ସମୟରେ ଟିଭି ମରାମତି ନକରି ଗ୍ରାହକଙ୍କୁ ହଇରାଣ କରିଥିବା…
ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର
ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି ବୋଝେଇ ହାଇୱା ଟ୍ରକରେ ପାଲ ଢାଙ୍କୁଥିବା ସମୟରେ ୧୧ କେଭି ବିଦ୍ୟୁତ ତାର…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ପ୍ରାୟ ୧୦ ଦୋକାନ ଜଳିଯାଇଥିବା ବେଳେ ସେଥିମଧ୍ୟରୁ ୩ଟି ଦୋକାନ ସମ୍ପୂର୍ଣ୍ଣ ଭସ୍ମୀଭୂତ…
Archives


