Tag Archives: odisha

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ ସମ୍ପୂର୍ଣ୍ଣ ନିଆରା ଓ ସାରସ୍ୱତ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଜନ୍ମଦିନକୁ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି। ଦୀପେଶ ଗତ ୬ ବର୍ଷ ଧରି ବେଙ୍ଗାଲୁରୁର ଏକ ବେସରକାରୀ କମ୍ପାନୀରେ ସୁରକ୍ଷାକର୍ମୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’ ମଞ୍ଚସ୍ଥ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ସହ ସତର୍କ ସୂଚନା ଜାରି କରିଛି। ଆଣ୍ଡାମାନ ସାଗରରେ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ ଛାତ୍ର ନିଖୋଜ ହେବାର କିଛି ଘଣ୍ଟା ମଧ୍ୟରେ ଶୁକ୍ରବାର ରାତିରେ ଜେନେରେଟର ନିଆଁ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ (ନଂ. OD…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?