Tag Archives: odisha

ଅଙ୍ଗଦାନ କରି ଚର୍ଚ୍ଚାରେ ଦୁର୍ଗମ ଅଞ୍ଚଳର ମହିଳା ‘ଅବଳା’,ଦିଆଗଲା ଗାର୍ଡ ଅଫ୍‌ ଅନର୍‌…

ମୋହନା,୧ା୧୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନା ବ୍ଲକରେ ଅଙ୍ଗଦାନ କରି ଜଣେ ମହିଳା ଚର୍ଚ୍ଚାକୁ ଆସିଛନ୍ତି। ସେ ହେଲେ ଖାରିଗୁମ୍ମା ଗାଁର ଅବଳା। ଖବରରୁ ଜଣାପଡିଛି, ଗତ ରବିବାର ଅବଳା ଆର ଉଦୟଗିରି ବ୍ଲକ ଛେଳିଗଡ଼ ଗାଁକୁ ତାଙ୍କର ଜଣେ ସମ୍ପର୍କୀୟଙ୍କ…

ବୁଲା ଗାଈଗୋରୁଙ୍କୁ ଅଟକ ରଖିଲେ ଚାଷୀ, ମହିଳାଙ୍କ ପ୍ରତିବାଦ…

ବୁଗୁଡା,୧ା୧୧(କାଳିଚରଣ ଦାଶ): ବୁଲା ଗାଈଗୋରୁଙ୍କ ଯୋଗୁ ବୁଗୁଡ଼ା ସହରର ଟ୍ରାଫିକ ବ୍ୟବସ୍ଥା ଭୁଶୁଡି ପଡ଼ିଥିବା ବେଳେ ଏବେ ସେମାନଙ୍କ ପ୍ରାର୍ଦୁଭାବ ଯୋଗୁ ଚାଷୀଙ୍କ ଫସଲ ହାନି ମଧ୍ୟ ଘଟୁଛି। ବୁଲା ଗାଈଗୋରୁ ପଲ ରାତିରେ ଲୋକଙ୍କ କ୍ଷେତରେ ପଶି ଫସଲ ନଷ୍ଟ…

ଚକୋଲେଟ ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାରଣ, ମା’ବାପାଙ୍କ ଅଭିଯୋଗ ପରେ ବନ୍ଧା ହେଲେ ଶିକ୍ଷକ…

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଏକ ଲଜ୍ୟା ଜନକ ଘଟଣା ଦେଖିବାକୁ ମିଳିଛି । ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ହୁମ୍ମା ଫାଣ୍ଡି ପୋଲିସ ଏକ ପ୍ରାଥମିକ ବିଦ୍ୟାଳୟର…

ସାନଖେମୁଣ୍ଡିରେ ବ୍ଲକସ୍ତରୀୟ ‘ସୁରଭି’

ଦିଗପହଣ୍ଡି/ପାଟପୁର, ୧ା୧୧ (ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମୌଳାଭଞ୍ଜା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷୟତ୍ରୀ ଭାରତୀ ମହାରଣାଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ କୋରେଶୁ…

‘ଦୁର୍ନୀତି ମୁକ୍ତ ଭାରତ ଗଠନ ଲାଗି ନେଲେ ଶପଥ’

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା ଓ ମୁଖ୍ୟବକ୍ତା…

ବ୍ୟବସାୟୀଙ୍କୁ ଅପହରଣ କରି ଅସୁଲିଥିଲେ ୪୦ ଲକ୍ଷ ଟଙ୍କା, ୪ ଡ଼କାୟତଙ୍କୁ ବାନ୍ଧିଲା ବୈଶିଙ୍ଗା ପୋଲିସ…

ବୈଶିଙ୍ଗା,୧।୧୧(ରତନ ଦାଶ):  ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଞ୍ଚଳରେ ଜନୈକ ରାଇସ ମିଲ ମାଲିକଙ୍କୁ ଦିନ ଦ୍ବିପହରରେ ମାରଣାସ୍ତ୍ର ଦେଖାଇ ୧୮ ନଂ ଜାତୀୟ ରାଜପଥ ଉପରୁ ଅପହରଣ କରି ନେଇଥିଲେ। ପରେ ତାଙ୍କ ଠାରୁ ୪୦ ଲକ୍ଷ ଟଙ୍କା ଅସୁଲିଥିବା…

ରାସନ ଚାଉଳକୁ ନେଇ ବଡ଼ ଅପଡେଟ୍: ବନ୍ଦ ହେବ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ…

ଏମାନଙ୍କୁ ମିଳିବ ୧୦ ହଜାର ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧।୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର…

ଯୁବତୀଙ୍କୁ ବିଲକୁ ଟେକିନେଇ ଗଣବଳାତ୍କାର: ଅଫିସରୁ ସନ୍ଧ୍ୟାରେ ଫେରୁଥିବାବେଳେ…

ବୀରମହାରାଜପୁର,୧।୧୧ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡି ଠାରେ ଏକ ଗଣବଳାତ୍କାର ହୋଇଥିବା ବୀରମହାରାଜପୁର ଥାନାରେ ଶନିବାର ପୀଡିତା ଯୁବତୀ ଏକ ଲିଖିତ ଅଭିଯୋଗ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ହିକୁଡି ଗ୍ରାମର…

ଅଞ୍ଚଳରେ ଚାଞ୍ଚଲ୍ୟ: ଜଙ୍ଗଲ ଭିତରୁ ମିଳିଲା ହାଡ କଙ୍କାଳ , ସ୍ଥାନୀୟ ଲୋକେ ଦେଖି ଭୟଭୀତ

ପାଟଣାଗଡ଼ ୧।୧୧ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ତେଣ୍ଡାପଦର ପଞ୍ଚାୟତ ରତାଖଖ୍ତି ଗ୍ରାମର କିଛି ଦୂରରେ ଥିବା ଏକ ଗୋଚର ଜଙ୍ଗଲ ଭିତରେ ହାଡ କଙ୍କାଳ ପଡିଥିବା ଗ୍ରାମବାସୀ ଦେଖିବାକୁ ପାଇଛନ୍ତି । ଏହି କଙ୍କାଳଟିକୁ ସ୍ଥାନୀୟ ଲୋକେ…

ବିରଳ ଅଲିଭ ରିଡ୍‌ଲେଙ୍କ ପ୍ରଜ୍ଜନନ ଋତୁ ଆରମ୍ଭ : ନୋ ଫିସିଂ ଜୋନ ଘୋଷଣା କଲା ବନ ବିଭାଗ, ୧୧ ସ୍ଥାନରେ ବ୍ୟାରିକେଟ୍‌

ଛତ୍ରପୁର/ଗଞ୍ଜାମ, (ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ ): ଆଉ କିଛି ଦିନ ପରେ ବିରଳ ଅଲିଭ ରିଡ୍‌ଲେଙ୍କ ମିଳନ ଋତୁ ଆରମ୍ଭ ହେବ । ଏହି ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ବନ ବିଭାଗ l ସେମାନଙ୍କ ସୁରକ୍ଷିତ…

ସକାଳୁ ସ୍କୁଲ ଯାଉଥିଲେ ପ୍ରଧାନଶିକ୍ଷକ, ସାମ୍ନାରୁ ଧକ୍କା ଦେଲା ବାଇକ, ତା’ପରେ…

ମୋହନା,୧।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରଙ୍ଗ ମାଟିଆ ସ୍କୁଲ ନିକଟରେ ଶନିବାର ସକାଳେ ବାଇକ ସହ ବାଇକ ଧକ୍କା ହୋଇଛି। ସୂଚନା ପ୍ରକାରେ ମୋହନା ଠାରୁ ଏକ ବାଇକ ( ଓଡି ୨୦ ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri