Tag Archives: odisha

ଦବୁଛି ଦନ୍ତା ବ୍ରିଜ, ରାଜପଥରେ ଯାତାୟତ ବିପଦସଙ୍କୁଳ

ବରଗଡ଼, ୪।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ଉପକଣ୍ଠ ଦନ୍ତାବ୍ରିଜ ବିପଦସଙ୍କୁଳ ହୋଇପଡିଛି। ବରଗଡ଼ -ସମ୍ବଲପୁର ରାସ୍ତାର କଲାପାଣି ନିକଟରେ ଦନ୍ତାନଦୀ ଉପରେ ରହିଥିବା ଏହି ବ୍ରିଜର ଗୋଟିଏ ପାର୍ଶ ଦବିବାରେ ଲାଗିଛି। ଫଳରେ ଫାଟ ସୃଷ୍ଟି ହେବା ସହିତ...

ରାଜ୍ୟରେ ଖୋଲିବା ୮ଟି ନୂଆ ADJ କୋର୍ଟ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୪।୮: ଓଡ଼ିଶା ସରକାରଙ୍କ ଆଇନ ବିଭାଗ ରାଜ୍ୟରେ ନ୍ୟାୟ ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ୮ଟି ନୂଆ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ (ଏଡିଜେ) କୋର୍ଟ ଏବଂ ୩ଟି ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି...

ଏଟିଏମରୁ ଟଙ୍କା ଉଠାଇବାବେଳେ ବାହାରିଲା ଫଟା ୫୦୦ ଟଙ୍କିଆ ନୋଟ

ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଥିବା ଏସବିଆଇର ଏଟିଏମରୁ ଅଚଳ ୫ ଶହ ଟଙ୍କିଆ ନୋଟ ବାହାରୁଥିବା ଅଭିଯୋଗ ହୋଇଛି। ଗୋଟିଏ କି ୨ଟି ନୁହଁ ୭ଟି ଫଟା ୫ ଶହ ଟଙ୍କିଆ...

ନୂତନ ଜିଲା ସଭାପତି ବିକ୍ରମ ପଣ୍ଡାଙ୍କ ନାମ ଘୋଷଣା ପରେ ଏନଏସି ବିଜେଡିରେ ଖୁସିର ଲହରୀ

ଗଞ୍ଜାମ,୪।୮(ବିଦ୍ୟାଧର ସାହୁ ): ସୋମବାର ବିଜେଡି ନୂତନ ଜିଲା ସଭାପତି ଭାବେ ବିକ୍ରମ ପଣ୍ଡାଙ୍କ ନାମ ଘୋଷଣା ପରେ ଗଞ୍ଜାମ ଏନଏସି ବିଜେଡିରେ ଖୁସିର ଲହରୀ ଖେଳିଯାଇଛି । ଏହି ଅବସରରେ ନୂତନ ଜିଲା ସଭାପତି ପଣ୍ଡାଙ୍କୁ ଏନଏସି ବିଜେଡି...

ପ୍ରଦୀପ ହେଲେ କଳାହାଣ୍ଡି ଜିଲା ବିଜେଡି ସଭାପତି

ଭବାନୀପାଟଣା,୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜେଡି ସଭାପତି ଭାବେ ସୋମବାର ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ମନୋନୀତ ହୋଇଛନ୍ତି। ଏ ନେଇ ଦଳର ସଭାପତି ନବୀନ ପଟ୍ଟନାୟକ ଏକ ପ୍ରେସ ବିବୃତ୍ତିରେ ସୂଚନା ଦେଇଛନ୍ତି। ପ୍ରଦୀପ ଗତ...

ଆସିଲା ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ: ଦିଲ୍ଲୀ ଯିବେ ଲକ୍ଷପତି ଦିଦି ଏସ ଜ୍ୟୋତି, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର,୪।୮ (ଦିଲ୍ଲୀପ ସାମଲ): ଅଗଷ୍ଟ ୧୫ ତଥା ସ୍ବାଧିନତା ଦିବସରେ ଦିଲ୍ଲୀରେ ଆୟୋଜିତ ସ୍ବତନ୍ତ୍ରକାର୍ଯ୍ୟକ୍ରମରେ ଯୋଗଦେବେ ଗଞ୍ଜାମ ଜିଲାର ଲକ୍ଷପତି ଦିଦି ତଥା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ କାଳିଆବାଲି ଗ୍ରାମର ଏସ. ଜ୍ୟୋତି ରେଡ୍ଡୀ । ଏଥିଲାଗି ତାଙ୍କୁ ରାଷ୍ଟ୍ରପତି ଭବନରୁ...

କେନ୍ଦୁ କାଠ ବୋଝେଇ ପିକଅପ ଗାଡ଼ିକୁ ମାଡିବସିଲା ବନବିଭାଗ, କାଠର ମୂଲ୍ୟ ହେବ…

ପଦ୍ମପୁର,୪।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗ ଦ୍ୱାରା ରବିବାର ରାତିରେ ପଦ୍ମପୁର ପାଟନାଗଡ ରାସ୍ତା ଦହିତାଠାରେ ଏକ କେନ୍ଦୁ କାଠ ବୋଝେଇ ପିକଅପ ଗାଡି (ଓଆର ୦୫ଏଇ ୮୩୨୫)କୁ ବନ ବିଭାଗ ଜବତ କରିଛି । ଜବତ କାଠର ମୂଲ୍ୟ...

ବାଲିଗୁଡା ଅଭିମୁଖେ ଯାଉଥିବା କାଠ ବୋଝେଇ ମିନିଟ୍ରକକୁ ମାଡି ବସିଲେ ବନ ଅଧିକାରୀ

ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳରେ ମିନି ଟ୍ରକ ସହ ୭୦ଖଣ୍ଡ ପିଆଶାଳ କାଠ ପଟା ଜବତ ହୋଇଛି। ଯାହାର ଆନୁମାନିକ ମୁଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ବନାଞ୍ଚକ ଅଧିକାରୀ ମାଧବ ଚନ୍ଦ୍ର...

ପୋଲିସକୁ ଧମକ ଦେଇ ଯୁବକ ଗିରଫ, ମାଉଜର ଜବତ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର ସେଠୀ ଏବଂ ଅନ୍ୟମାନେ ରବିବାର ରାତିରେ ତୁଳସୀପଲ୍ଲୀ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ସୌମ୍ୟ ରଞ୍ଜନ ବେହେରା ନାମକ ଜଣେ ଯୁବକ ସଂପୃକ୍ତ ଅଞ୍ଚଳରେ ସନ୍ଦେହଜନକ ଅବସ୍ଥାରେ...

ବରିଷ୍ଠ ନାଗରିକଙ୍କ ହଜିଗଲା ଆବେଦନପତ୍ର: କ୍ଷୋଭ ପ୍ରକାଶ କଲେ କର୍ମକର୍ତ୍ତା

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଘୁମୁସର ବରିଷ୍ଠ ନାଗରିକ ମଞ୍ଚର ଅଗଷ୍ଟ ମାସ ବୈଠକ ରବିବାର ସ୍ଥାନୀୟ ବନ ବିଭାଗ ବଙ୍ଗଳାରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ସଂଘ ପାଇଁ ଜମି ଯୋଗାଇ ଦେବାକୁ ବିଧାୟକଙ୍କୁ ଅନୁରୋଧ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିସହ...

ଯୌନ ଉତ୍ପୀଡ଼ନ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ କରାଗଲା ସଚେତନ, ବାଲ୍ୟ ବିବାହଠୁ ଦୂରରେ ରହିବାକୁ ପରାମର୍ଶ

ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): ଆଜିର ଶିଶୁ କାଲିର ଭବିଷ୍ୟତ ସେମାନଙ୍କ ସାମାଜିକ ସୁରକ୍ଷା ନିହାତି ଆବଶ୍ୟକ। ବାଲ୍ୟ ବିବାହ, ବାଲ୍ୟ ଶ୍ରମିକକୁ ରୋକିବା ସହ ଯୌନ ଉତ୍ପୀଡ଼ନ ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କୁ ସଚେତନ କରାଯାଇଛି। ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ...

ଓଡ଼ିଶାରେ ଆଗାମୀ ୫ ଦିନ ପ୍ରବଳ ବର୍ଷା: IMD ଜାରି କଲା ଚେତାବନୀ

ଭୁବନେଶ୍ୱର,୩ା୮: ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟରେ ଆଗାମୀ ୫ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ବଳା ପବନ ସହ ବିଜୁଳି ହେବାର ସମ୍ଭାବନା ଥିବା ନେଇ ହଳଦିଆ ଚେତାବନୀ ଜାରି କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri