Tag Archives: odisha

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ ପିଟି ହୋଇ ବିକ୍ରାନ୍ତ ନାମକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଥିଲା। ଏଥିରେ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ ଜଣଙ୍କୁ ବସ୍ତା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା ସଂସ୍କୃତି ଓ ପରମ୍ପରାର ରାଜ୍ୟ। ଅଭାବ ଯୋଗୁ ଲୋକେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ…

କାହାକୁ ପଠାଯିବ ରାଜ୍ୟ ସଭା, ତୋମାର କହିଲେ…

ଭୁବନେଶ୍ୱର, ୧୪।୨(ସୁନିତ୍‌ ମିଶ୍ର): ୨୦୨୬ ଏପ୍ରିଲରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନରୁ ୩ଟି ଭାଜପା ଦଖଲ କରିବ। ସେଥିପାଇଁ ରଣନୀତି ପ୍ରସ୍ତୁତ ସରିଛି। ଦଳ କେଉଁମାନଙ୍କୁ ପ୍ରାର୍ଥୀ କରିବ ତା’ର ନିଷ୍ପତ୍ତି ସଂସଦୀୟ ବୋର୍ଡ ହିଁ ନେବ…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି । ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ ଆର୍ଥିକ ପରିସ୍ଥିତି ବଢିବାରେ ଲାଗିଛି । ସେପଟେ ନିଶାସକ୍ତ ଲୋକଙ୍କ ପରିବାର ସର୍ବସ୍ୱ…

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ୱର,୧୩।୨: ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୧୯୯୫-୨୦୦୦ ମସିହା ଯାଏ ଚୌଦାର ବିଧାୟକ…

ଦିଗପହଣ୍ଡିରେ ଭାରତ ବନ୍ଦ ପ୍ରଭାବ: ବନ୍ଦ ରହିଲା ଦୋକାନ ବଜାର, ଗାଡ଼ି ଚଳାଚଳ; ରାଜ୍ୟ ରାଜପଥକୁ…

ଦିଗପହଣ୍ଡି,୧୨|୨(ଅଶେଷ ନାଥ ମିଶ୍ର) ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଗୁରୁବାର ସର୍ବଭାରତୀୟ ସ୍ତରରେ ଡ଼ାକରା ଦିଆଯାଇଥିବା ଭାରତ ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। ଭାଜପା ନେତୃତ୍ଵାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ଏନଡିଏ ସରକାର କେନ୍ଦ୍ରରେ ତୃତୀୟ ପାଳି…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ ମାରି ଖାଇଥିବା ବେଳେ ଘଟଣା ସ୍ଥଳରେ…

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ: କଠିନ ପରିଶ୍ରମ କରି…

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। ଶିକ୍ଷକ ଜଗଦୀଶ ସାହୁ ବେଦମନ୍ତ୍ର ପାଠ କରିବା ପରେ ପ୍ରଧାନ ଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ ନିଷ୍କାସନ(ଡ୍ରେନେଜ୍‌) ଏବଂ ଅନ୍ୟ ସମସ୍ୟାକୁ ଏଡ଼ାଇବା ପାଇଁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି…

ପୁଣି ଥରେ ଅଜିତ ହେଲେ କଳାହାଣ୍ଡି ଜିଲା ଛାତ୍ର ବିଜେଡି ସଭାପତି, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା, ୧୨ା୨(ପ୍ରଦୀପ କୁମାର ସାହୁ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ଛାତ୍ର ବିଜେଡି ଯୁବ ସଭାପତି ଭାବେ ଛାତ୍ର ନେତା…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ କରୁଥିଲେ। ତେଣୁ ପରିବାର ଚଳିବା କଷ୍ଟକର ହେଉଥିଲା। ମଝିରେ ମଝିରେ ଆଶିଷ ପାର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?