Tag Archives: odisha

ଭାଜପା ରାଜ୍ୟ ଅଫିସରେ ପ୍ରଫୁଲ୍ଲ ସାମଲଙ୍କ ପୁଅ, ଧରିବେ ପଦ୍ମ! ବଢିଲା…

ଭୁବନେଶ୍ୱର,୩୧।୭: ଭାଜପା ରାଜ୍ୟ ଅଫିସରେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବାସୁଦେବପୁର ଭାଜପା ବିଧାୟକ ପ୍ରାର୍ଥୀ ବାଣୀକଲ୍ୟାଣଙ୍କ ସହ ଆସିଥିଲେ ପ୍ରୟାସକାନ୍ତି। ପ୍ରୟାସକାନ୍ତି ସାମଲ ଭାଜପା କାର୍ଯ୍ୟାଳୟରେ ଉପସ୍ଥିତି ନେଇ ଚର୍ଚ୍ଚା ବଢିଛି। ନିକଟରେ ବିଜେଡିରୁ ଇସ୍ତଫା...

ମିଳୁନାହିଁ ଜଏନିଂ ଅର୍ଡର, ଡିଇଓଙ୍କ ଅଫିସ ସାମ୍ନାରେ ଆତ୍ମହତ୍ୟା ଧମକ ଦେଲେ ବିଇଓ

ବଲାଙ୍ଗୀର, ୩୧।୭ (ସୁନୀଲ ମହାନ୍ତି): ଜଏନିଂ ଅର୍ଡର ମିଳିଲାନି ବୋଲି ବଲାଙ୍ଗୀର ଡିଇଓ ଅଫିସକୁ ଆସି ଜଣେ ବିଇଓ ଆତ୍ମହତ୍ୟା ଧମକ ଦେଇଛନ୍ତି। ବିଇଓ ରଞ୍ଜିତ ଭୋଇ ତିନି ମାସ ହେଲା ବଦଳି ହୋଇ ଆସିଥିଲେ ମଧ୍ୟ କାର୍ଯ୍ୟରେ ଯୋଗଦେବାକୁ...

ସୁଭଦ୍ରା ଟଙ୍କାରୁ ବାଦ୍‌ ପଡ଼ିଥିବା ମହିଳାଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୩୧।୭: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍‌ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ। ଆଉ ପୁନର୍ବାର ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ ନାହିଁ। ତଥ୍ୟ ଯାଞ୍ଚ ଚାଲିଛି,...

ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ, ଜାଣନ୍ତୁ କିଏ, କେବେଠାରୁ କରିପାରିବେ ଆବେଦନ? ସବିଶେଷ…

ଭୁବନେଶ୍ୱର,୩୦ା୭(ସୁଚିସ୍ମିତା ସାହୁ): ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀମାନେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ଅଗଷ୍ଟ ୯ ରାଖୀ ପୂର୍ଣ୍ଣିମା ଅବସରରେ...

ଅତି ପ୍ରବଳ ବର୍ଷା: ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୦ା୭(ଅନୁରାଧା ମହାରଣା)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ବୁଧବାର ଭଦ୍ରକରେ ସର୍ବାଧିକ ୪୩ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁରରେ ୨୫ ମିମି. ଚାନ୍ଦବାଲିରେ ୨୪.୪ ମିମି, କେନ୍ଦୁଝରରେ ୮.୮ ମିମି,...

ଖେଳ ସାମଗ୍ରୀ କ୍ରୟରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସର ତଦନ୍ତ ଆରମ୍ଭ

ଭବାନୀପାଟଣା,୧୨ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକରେ ୨୦୨୩-୨୪ ଆର୍ଥିକ ବର୍ଷରେ ପ୍ରତି ପଞ୍ଚାୟତକୁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଯୋଗାଯାଇଥିବା ଖେଳ ସାମଗ୍ରୀରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ନିମ୍ନମାନର ସାମଗ୍ରୀ ବଣ୍ଟନ...

ଘର ଆଗରେ ବସିବାର ୭ ଦିନ ବିତିଲା; ନ୍ୟାୟ ନ ପାଇ ଥାନାର ଦ୍ୱାରସ୍ଥ ହେଲେ ଯୁବତୀ, ପ୍ରେମିକଙ୍କୁ ଖୋଜୁଛି ପୋଲିସ

ଦାରିଙ୍ଗବାଡ଼ି,୩୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଓ ପରେ ପ୍ରତାରଣା ଘଟଣାକୁ ନେଇ ବ୍ରାହ୍ମଣୀଗାଁ ଥାନାରେ ବୁଧବାର ସଂନ୍ଧ୍ୟାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଏକ ମାମଲା (୭୫...

ଭଗବାନ ପ୍ରଧାନ ନଗର ସଭାପତି, ହୁମା ମଣ୍ଡଳ ସଭାପତି ହେଲେ ଧ୍ରୁବ ଚରଣ ପଲାଇ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ)-ଗଞ୍ଜାମ ଜିଲା ଭାଜପା ନଗର ସଭାପତି ଭାବେ ଭଗବାନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି। ସେହିପରି ହୁମା ପଞ୍ଚାୟତ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ଉପରେ ରାଜ୍ୟ ନେତୃବୃନ୍ଦ ଆସ୍ଥା ପ୍ରକଟ କରି ପୁଣି ହୁମା ମଣ୍ଡଳ ସଭାପତି...

ଦିଗପହଣ୍ଡିରେ ଶ୍ରୀ ଶ୍ରୀ ବଡ ମା’ଙ୍କ ଜନ୍ମ ମହୋତ୍ସବ ଅନୁଷ୍ଠିତ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ପରମ ପ୍ରେମମୟ ଠାକୁର ଶ୍ରୀ ଅନୁକୂଳ ଚନ୍ଦ୍ରଙ୍କ ସହଧର୍ମଣି ଶ୍ରୀ ଶ୍ରୀ ବଡ ମା’ଙ୍କ ୧୩୨ ତମ ଜନ୍ମ ମହୋତ୍ସବ ବୁଧବାର ଦିଗପହଣ୍ଡି ସତସଙ୍ଗ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ସହ ପ୍ରତିଋତ୍ୱିକ ବୃନ୍ଦାବନ ପ୍ରଧାନଙ୍କ ପୌରହିତ୍ୟରେ...

ସୁଭଦ୍ରାକୁ ନେଇ ପୁଣି ବଡ଼ ଅପଡେଟ୍‌, ଘରେ ଗାଡି ଥିଲେ…

ଭୁବନେଶ୍ୱର,୩୦।୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ...

ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ, ସବୁ ସତ କହିଦେଲେ…

ଭୁବନେଶ୍ୱର,୩୦।୭: ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଛି। ଦିଲ୍ଲୀରୁ ଟିମ୍‌ ଫେରିବା ପରେ ବହୁ ଗୁରୁତ୍ୱପୂର୍ଣ୍ଣ କଥା ପ୍ରକାଶ କରିପାରନ୍ତି। ଏହା ମଧ୍ୟ ସୂଚନା ମିଳିଛି...

ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ: ଏହି ବୟସର ମହିଳାଙ୍କୁ ଆଉ ମିଳିବନି ଟଙ୍କା

ଭୁବନେଶ୍ୱର,୩୦।୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri