ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ ଭୁବନେଶ୍ୱର,୩୦।୫: ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ୱରରେ କାର୍ଯ୍ୟରତ…