ଟିଉସନ୍ରୁ ଘରକୁ ଫେରୁଥିବା ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ, ୫ ଲକ୍ଷ ସହାୟତା…
ବ୍ରହ୍ମପୁର,୧୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକସୋ କୋର୍ଟର ଜଜ୍ ରୋହିତ ଲାଲ ପଣ୍ଡା ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଓ ପ୍ରମାଣ…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର ନେତୃବୃନ୍ଦକୁ ନେଇ ଗଠିତ କୋର୍ କମିଟି ବୈଠକ ବସିଥିଲା। ୧ ଘଣ୍ଟାରୁ ଅଧିକ…
ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା
ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଜୟନ୍ତୀ ଅବସରରେ ପବିତ୍ର ଗୁରୁଦିବସ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ପାଟଣା…
ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା
ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ ଅଭିଯୋଗ ଓ ପେନସନ୍ ମନ୍ତ୍ରଣାଳୟ (DoPT) ପକ୍ଷରୁ ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି…
ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍; ଚାଲିଗଲା ଚାଷୀଙ୍କ…
ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ. KM 03 MY 0165) ଧକ୍କାରେ ଜଣେ ବୃଦ୍ଧ ଚାଷୀଙ୍କ ପ୍ରାଣହାନି ଘଟିଛି।…
ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…
ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ ନିଜ ଶିକ୍ଷାଦାନ ଏବଂ ସଫଳତା ପାଇଁ ରାଜ୍ୟ ସ୍ତରରେ ସୁନାମ ଅର୍ଜନ କରିଛନ୍ତି।…
କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ୨୧ଟି ଦୋକାନରୁ ମୋଟ ୧୩ ହଜାର ଟଙ୍କା…

