ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ,...