ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ… ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି ଆସିଛନ୍ତି। ତାଙ୍କ ସ୍ଥାନରେ ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ...