Tag Archives: OdishaVigilance

ଭିଜିଲାନ୍ସ ଜାଲରେ କୁଜଙ୍ଗ ବିଇଓ ଅଫିସ ଆକାଉଣ୍ଟାଣ୍ଟ

ପାରାଦୀପ,୨୬।୬: ଲାଞ୍ଚ ନେବା ପଡ଼ିଲା ମହଙ୍ଗା। କୁଜଙ୍ଗ ବିଇଓ ଅଫିସର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ବାଇଁ ଧରାପଡ଼ିଛନ୍ତି। ସେ ପଙ୍କପାଳ ସ୍ଥିତ ଅଫିସରେ ବିଲ୍‌ କରାଇ ଦେବାକୁ ଶିକ୍ଷକଙ୍କଠାରୁ ଲାଞ୍ଚ ନେଉଥିଲେ। ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ମାଡ଼ି…

ଭିଜିଲାନ୍ସ ଜାଲରେ ଦଶମନ୍ତପୁର ସିଡିପିଓ

କୋରାପୁଟ,୨।୫(ଅମିତାଭ ବେହେରା): ଭିଜିଲାନ୍ସ ଜାଲରେ ସିଡିପିଓ। ଲାଞ୍ଚ ନେବା ବେଳେ କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଜଣେ ଅଙ୍ଗନଓ୍ବାଡ଼ି ସହାୟକାଙ୍କଠାରୁ ବକେୟା ଦରମା କରାଇଦେବା ପାଇଁ ୧୦ହଜାର ଟଙ୍କା…

ଗିରଫ ହେଲେ କୋଟିପତି ସରକାରୀ ବାବୁ

ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri