ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ବଢିବ ଓଡ୍ରାଫ୍ ୧୦ ୟୁନିଟ୍ ଭୁବନେଶ୍ୱର,୪ା୭(ଅନିଲ ଦାସ): କଟକ, ଭୁବନେଶ୍ୱର ଓ ଅନ୍ୟାନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ପାଇଁ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତା ନିଆଯାଇ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ରାଜ୍ୟ, ଜିଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍...