ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଜଳ…