Official Holiday Odisha

୩ ତାରିଖରେ ଏହି ୪ ଜିଲାରେ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର,୧ା୧୧: ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରିରେ ସରକାରୀ ଛୁଟି କରିଛନ୍ତି ଆର୍‌ଡିସି।…

3 months ago