Officials’ salaries

ନିର୍ମାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା କାଟ

ଭୁବନେଶ୍ୱର,୧୮ା୮ (ରବିନାରାୟଣ ଜେନା): ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଲେ ଏଣିକି ଅଧିକାରୀଙ୍କ ଦରମା କାଟ୍‌ କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି।…

7 months ago