ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ କି ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଏବଂ ଚାଇନାରେ ହେବାକୁ ଥିବା...