ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ? ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ହ୍ରାସ ପାଇଛି। ଆମେରିକା-ଇରାନ ମଧ୍ୟରେ କୂଟନୈତିକ ଆଲୋଚନା ଫଳରେ ଯୋଗାଣ ବାଧାପ୍ରାପ୍ତ…