ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କଲେ ରାଜନାଥ ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ଚିନ୍ତା ପ୍ରକଟ କରିଛନ୍ତି। ଯୁଦ୍ଧ ପାଇଁ ଦେଶରେ ଅର୍ଥନୈତିକ ପ୍ରଭାବ ପଡ଼ିବା ନେଇ ଚେତାବନୀ ଦେଇଛନ୍ତି। ପର୍ସିଆନ ଗଲ୍ଫ ଅଞ୍ଚଳ ବିଶ୍ୱର ଶକ୍ତି ସୁରକ୍ଷା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।…