ସମୁଦ୍ରରେ ତୈଳବାହୀ ଜାହାଜ; ୯ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୭ ନିଖୋଜ ନୂଆଦିଲ୍ଲୀ,୧୭।୭: ଓମାନ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ତୈଳବାହୀ ଜାହାଜର ୯ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜାହାଜରେ ସମୁଦାୟ ୧୬ ଜଣ ଲୋକ ଥିଲେ, ସେମାନଙ୍କ ମଧ୍ୟରୁ ୭ ଜଣ ଏବେ ମଧ୍ୟ ନିଖୋଜ...