ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ… ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୁଜାତା ଶର୍ମା। କଳାବଜାର କିମ୍ବା ବେଆଇନ ଭାବେ ଗଚ୍ଛିତ…