ଜାନୁଆରୀ ୨୫ରୁ ଓଳାଶୁଣୀ ଗୁମ୍ଫା ମେଳା ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୯ା୧୨(ପ୍ରଦୀପ୍ତ କୁମାର ପୃଷ୍ଟି/ଗିରିଜା ପ୍ରସାଦ ସାହୁ): ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭାବରେ ପରିଚିତ ଓଳାଶୁଣୀ ଗୁମ୍ଫା ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ପାହାଡ଼ ଶୀର୍ଷଦେଶରେ ଥିବା ଗଣେଶ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଳାଶୁଣୀ ମଠର ମଠାଧିଶ ମହନ୍ତ…