କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ବଡ଼କୂଳ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ବୃଦ୍ଧ ଦମ୍ପତି ବିଷ ପିଇ ଜୀବନ ହାରିଦେଇଛନ୍ତି।…