ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ। ବୀରମିତ୍ରପୁର…