୧୦ ଗ୍ରାମକୁ ରେକର୍ଡ ୬୫,୦୦୦ ଟଙ୍କାରେ ପହଞ୍ଚିଲା ସୁନା, ରୁପା ବି ବଢ଼ିଲା … ନୂଆଦିଲ୍ଲୀ,୫।୩: ପୁଣି ବଢ଼ିଲା ସୁନା ଦର। ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପିଛା ରେକର୍ଡ ୬୫,୦୦୦ ଟଙ୍କା ଛୁଇଁଛି । ସେହିଭଳି ରୁପା ମଧ୍ୟ ୯୦୦ ଟଙ୍କା ବୃଦ୍ଧି ପାଇ...