ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ
ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ ଚିତ୍କାର ଶୁଣି ପଥଚାରି ଦୌଡିଯାଇ ଉଦ୍ଧାର କରିଥିଲେ । ଅଭିଯୁକ୍ତଙ୍କୁ କାବୁ କରି…

