ଗାଁରେ ପଶିଲା ଜଙ୍ଗଲୀ ଦନ୍ତା, ବୃଦ୍ଧଙ୍କୁ ଆହତ କରିବା ପରେ ଖେଳିଗଲା ଆତଙ୍କ ଖଇରା,୨୭ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ କୁତୁପୁର ଗାଁରେ ଜଙ୍ଗଲୀ ଦନ୍ତା ଅଟକି ରହିଥିବା ବେଳେ ଗ୍ରାମବାସୀ ଆତଙ୍କିତ ହୋଇ ରହିଛନ୍ତି। ହାତୀଟି ଗ୍ରାମର ବୃଦ୍ଧ ରତ୍ନାକର ମହାନ୍ତିଙ୍କୁ ଗୋଡ଼ାଇବାରୁ ବୃଦ୍ଧ ଜଣକ ତଳେ…