ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି ଅତିଥି ଆସିବାକୁ ଯାଉଛି । ମାଆ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଅର୍ଚ୍ଚିତା ସାହୁ...